ବାଲିଗୁଡାରେ ଓଡିଶା ଦିବସ ପାଳିତ : ଓଡ଼ିଆ ଅସ୍ମିତା ଓ ସ୍ଵାଭିମାନ ଆମ ପରିଚୟ
ବାଲିଗୁଡା : କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ସ୍ଥିତ ସଭାଗୃହ ପରିସରରେ ଉପଖଣ୍ଡ ସ୍ତରୀୟ ୯୦ତମ ଉତ୍କଳ ଦିବସ ମହା ସମାରୋହ ରେ ପାଳିତ ହୋଇଯାଇଛି। ଉପଖଣ୍ଡ ଉତ୍ସବ ପାଳନ କମିଟି ର ସହ ସମ୍ପାଦକ ତୀର୍ଥବାସୀ ଘଡାଇଙ୍କ ସଂଯୋଜନାରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ଉପ ଜିଲ୍ଲାପାଳ ଡ଼ଃ. ରୀନା ପ୍ରଧାନ!-->…