୩୦ ଜଣ ଓଏଏସ୍ ଅଧିକାରୀଙ୍କୁ ଆଇଏଏସ୍ ପାହ୍ୟାକୁ ପଦୋନ୍ନତି
ନିଃସର୍ତ : ୩୦ ଜଣ ଓଡିଶା ପ୍ରଶାସନିକ ସେବା ଅଧିକାରୀଙ୍କୁ ଭାରତୀୟ ପ୍ରଶାସନିକ ସେବାକୁ ପଦୋନ୍ନତି ମିଳିଛି। ପ୍ରଶାସନିକ ସେବା (ନିଯୁକ୍ତି) ନିୟମ, ୧୯୫୪ ଅନୁଯାୟୀ ଜାରି କରାଯାଇଥିବା ଏହି ପଦୋନ୍ନତି ୨୦୨୩ ଏବଂ ୨୦୨୪ର ଚୟନିତ ତାଲିକା ପାଇଁ ଉପଲବ୍ଧ ଖାଲି ସ୍ଥାନ ସହିତ ସମାନ। ବିଜ୍ଞପ୍ତି!-->…