ବାଣ କାରଖାନାରେ ଭୟଙ୍କର ଅଗ୍ନିକାଣ୍ଡ: ସ୍ଲାବ୍ ଭୁଶୁଡ଼ି ପଡ଼ିବାରୁ ୧୩ ଜଣଙ୍କ ମୃତ୍ୟୁ

ନୂଆଦିଲ୍ଲୀ,୧।୪: ମଙ୍ଗଳବାର ଗୁଜରାଟର ବନାସକାଣ୍ଠା ଜିଲାରେ ଏକ ବାଣ କାରଖାନାରେ ଅଗ୍ନିକାଣ୍ଡ ଘଟି ୧୩ ଜଣଙ୍କର ମୃତ୍ୟୁ ହୋଇଛି। ଏହି ଦୁର୍ଘଟଣାରେ ଅନ୍ୟ ଚାରି ଜଣ ଆହତ ହୋଇଛନ୍ତି। ଅଧିକାରୀମାନେ କହିଛନ୍ତି ଯେ ଅଗ୍ନିକାଣ୍ଡ ପରେ ଅନେକ ବିସ୍ଫୋରଣ ହୋଇଥିଲା। ଏହି କାରଣରୁ, ଦୀସା ସହର ନିକଟରେ…

ଦିଲ୍ଲୀ ସରକାର ପାଳିବେ ଓଡ଼ିଶା ପର୍ବ: ଉତ୍କଳ ଦିବସରେ ଘୋଷଣା କଲେ ମୁଖ୍ୟମନ୍ତ୍ରୀ ରେଖା ଗୁପ୍ତା

ନୂଆଦିଲ୍ଲୀ: ଦିଲ୍ଲୀରେ ପାଳନ ହେବ ଓଡ଼ିଶା ପର୍ବ । ଆଗାମୀ ଦିନରେ ଧୂମଧାମରେ ପାଳନ ହେବ ଓଡ଼ିଶା ପର୍ବ । ରାଜଧାନୀର ଛାତି ଉପରେ ଦିଲ୍ଲୀ ସରକାର ପାଳିବେ ଓଡ଼ିଶା ପର୍ବ । ଉତ୍କଳ ଦିବସରେ ଏନେଇ ବଡ଼ ଘୋଷଣା କରିଛନ୍ତି ଦିଲ୍ଲୀ ମୁଖ୍ୟମନ୍ତ୍ରୀ ରେଖା ଗୁପ୍ତା ।ତେବେ ଉତ୍କଳ ଦିବସ ଅବସରରେ…

ଉତ୍ତରାଖଣ୍ଡର ୧୧ଟି ସ୍ଥାନର ନାମ ପରିବର୍ତ୍ତନ ଘୋଷଣା କଲେ ମୁଖ୍ୟମନ୍ତ୍ରୀ ଧାମୀ

ନୂଆଦିଲ୍ଳୀ : ଉତ୍ତରାଖଣ୍ଡ ମୁଖ୍ୟମନ୍ତ୍ରୀ ପୁଷ୍କର ସିଂହ ଧାମି ପାହାଡ଼ି ରାଜ୍ୟଗୁଡ଼ିକର ହରିଦ୍ୱାର, ଡେରାଡୁନ, ନୈନିତାଲ ଏବଂ ଉଧମ ସିଂହ ନଗର ଜିଲ୍ଲାର ୧୧ଟି ସ୍ଥାନର ନାମ ପରିବର୍ତ୍ତନ ଘୋଷଣା କରିଛନ୍ତି। ଯାହାପରେ ବିରୋଧୀ ଦଳଗୁଡ଼ିକ ତୀବ୍ର ପ୍ରତିକ୍ରିୟା ପ୍ରକାଶ କରିଛନ୍ତି । ହିନ୍ଦୁ…

ବ୍ରହ୍ମପୁରରେ ସାମାଜିକ ସମରସତା ଅଭିଯାନ ସମ୍ମିଳନୀ

ବ୍ରହ୍ମପୁର : ସ୍ଥାନୀୟ ଅକ୍ସଫୋର୍ଡ ପବ୍ଲିକ ସ୍କୁଲରେ ବିଶ୍ୱହିନ୍ଦୁ ପରିଷଦ ଗଞ୍ଜାମ ଓ ବଜରଙ୍ଗ ଦଳ ଗଞ୍ଜାମଙ୍କ ଆନୁକୂଲ୍ୟରେ ଭାରତୀୟ ସାମାଜିକ ସମରସତା ଅଭିଯାନର ଏକ ସମ୍ମିଳନୀ ଅନୁଷ୍ଠିତ ହୋଇଥିଲା । ଉକ୍ତ ସମ୍ମିଳନୀରେ ଅଖିଳ ଭାରତୀୟ କେନ୍ଦ୍ରୀୟ ସାମାଜିକ ସମରସତା ପ୍ରମୁଖ ଦେଓଜୀ ରାୱାତ୍…

ଭ୍ରମରବାଡି ସରକାରୀ ଉଚ୍ଚ ବିଦ୍ୟାଳୟରେ ପ୍ରଥମ ପିଏମଶ୍ରୀ ବାର୍ଷିକ ଉତ୍ସବ ପାଳନ

ରାଇକିଆ : କନ୍ଧମାଳ ଜିଲ୍ଲା ଦାରିଙ୍ଗବାଡି ବ୍ଲକ ଭ୍ରମରବାଡି ସରକାରୀ ଉଚ୍ଚ ବିଦ୍ୟାଳୟ ପରିସରରେ ପ୍ରଧାନ ଶିକ୍ଷକ ବ୍ରହ୍ମପ୍ରକାଶ ପାତ୍ରଙ୍କ ତତ୍ଵାବଧାନରେ ପ୍ରଥମ ପିଏମ ଶ୍ରୀ ବାର୍ଷିକ ଉତ୍ସବ ପାଳିତ ହୋଇଯାଇଅଛି । ଏହି ଅବସରରେ ଉକ୍ତ ଉତ୍ସବରେ ମୂଖ୍ୟ ଅତିଥି ଭାବେ ଦାରିଙ୍ଗବାଡି ଅତିରିକ୍ତ…

ନବଜୀବନ ବସନ୍ତ ମହୋତ୍ସବ ଉଦଯାପିତ : ମନ ମୋହିଲା ନାଟକ ‘କାଉଁର’

ସୁନ୍ଦରଗଡ : ନବଜୀବନ ଆୟୋଜିତ "ବସନ୍ତ ମହୋତ୍ସବ"ର ବିଦାୟୀ ସନ୍ଧ୍ୟାରେ ଆୟୋଜିତ ହୋଇଯାଇଛି ନାଟକ "କାଉଁର"। ଏହା ହେଉଛି ବିଶିଷ୍ଟ ନାଟ୍ୟକାର, ନିର୍ଦ୍ଦେଶକ, ପ୍ରଯୋଜକ ସ୍ବର୍ଗତ ପ୍ରଦୀପ ଭୋଳଙ୍କ ଏକ କାଳଜୟୀ ରଚନା। ଏହି ରଚନାରେ ଲୁଚି ରହିଛି ବିଶ୍ୱାସଘାତକତାର ବିକଟାଳ ପରିଣତି। ନାଟକରେ…

ଭିସୁଟ ଛାତ୍ରୀ ଚିନ୍ମୟୀ ମୃତ୍ୟୁ ମାମଲାରେ ପୁରୁଷ ବନ୍ଧୁ ଗିରଫ

ସମ୍ବଲପୁର : ଭିସୁଟର ପୂର୍ବତନ ଛାତ୍ରୀ ଚିନ୍ମୟୀ ସାହୁ ମୃତ୍ୟୁ ମାମଲାରେ ତାଙ୍କ ପୁରୁଷ ବନ୍ଧୁ ପ୍ରୀତିମାନ ଦେ’ଙ୍କୁ ଗିରଫ କରିଛି ବୁର୍ଲା ପୁଲିସ। ହାଇକୋର୍ଟଙ୍କ ନିର୍ଦେଶକ୍ରମେ ପୁଲିସ ଏହି ପଦକ୍ଷେପ ନେଇଛି। ପୁରୁଷ ବନ୍ଧୁଙ୍କୁ ଗିରଫ କରିବା ଦାବିରେ ଚିନ୍ମୟୀଙ୍କ ପରିବାର ପକ୍ଷରୁ…

୩୬ତମ ବାର୍ଷିକ ତେର ଦଣ୍ଡ ମିଳନ ସମାରୋହ : ପ୍ରସ୍ତୁତି କାର୍ଯ୍ୟ ଚୁଡାନ୍ତ ପର୍ଯ୍ୟାୟରେ

ବାଲିଗୁଡା : କନ୍ଧମାଳ ଜିଲ୍ଲା ବାଲିଗୁଡା ତଥା ଏହାର ଆଖପାଖ ଅଞ୍ଚଳ ରେ ପ୍ରତିବର୍ଷ ଭଳି ଚଳିତ ବର୍ଷ ମଧ୍ୟ ଆସନ୍ତା ୦୧ ତାରିଖ ଠାରୁ ୧୪ ତାରିଖ ପର୍ଯ୍ୟନ୍ତ ମା’କାଳୀଙ୍କ ଦଣ୍ଡଯାତ୍ରା ଅନୁଷ୍ଠିତ ହେଉଅଛି। ଏହି ପରିପ୍ରେକ୍ଷୀରେ ବାଲିଗୁଡ଼ା ସହରରେ ସ୍ଥାନୀୟ ପଞ୍ଚୁଦଣ୍ଡ ପରିଚାଳନା ସମିତି…

କଟରାରୁ ଜମ୍ମୁ କଶ୍ମୀରକୁ ଚାଲିବ ପ୍ରଥମ ବନ୍ଦେ ଭାରତ ଏକ୍ସପ୍ରେସ

କଟରାରୁ ଜମ୍ମୁ କଶ୍ମୀର ଯିବା ହେବ ସହଜ । କମ୍ ସମୟରେ କଶ୍ମୀରରେ ପହଞ୍ଚିପାରିବେ ଯାତ୍ରୀ । ପ୍ରଥମେ ୧୯ ଏପ୍ରଲରୁ କଟରାରୁ କାଶ୍ମୀରକୁ ଚାଲିବ ବନ୍ଦେ ଭାରତ ଏକ୍ସପ୍ରେସ । ଏକ୍ସପ୍ରେସର ଶୁଭାରମ୍ଭ କରିବେ ମୋଦି । ୨୭୨କିଲୋମିଟର ପର୍ଯ୍ୟନ୍ତ ଗଡିବ ବନ୍ଦେ ଭାରତ ଟ୍ରେନ୍ । ପ୍ରଥମେ ଏହି ଟ୍ରେନଟି…

ଝାଡାବାନ୍ତିରେ ଆକ୍ରାନ୍ତ ହୋଇ ଦୁଇ ଦିନରେ ୩ ଜଣଙ୍କ ମୃତ୍ୟୁ ହୋଇଥିବା ଅଭିଯୋଗ

ଢେଙ୍କାନାଳ: ଢେଙ୍କାନାଳ କମଲାଙ୍ଗ ପଞ୍ଚାୟତ କମଲାଙ୍ଗ ବରସାହିରେ ଝାଡାବାନ୍ତି ଆତଙ୍କ। ଝାଡାବାନ୍ତିରେ ଆକ୍ରାନ୍ତ ହୋଇ ଦୁଇ ଦିନରେ ୩ ଜଣଙ୍କ ମୃତ୍ୟୁ ହୋଇଥିବା ଅଭିଯୋଗ ହୋଇଛି। ମୃତକ ହେଲେ ଅନନ୍ତ ନାହାକ, ରଜନୀ ପେଣ୍ଠି ଏବଂ ଅନନ୍ତ ନାୟକ। ଝାଡାବାନ୍ତିରେ ଆଉ ଏକ ଗାଁର ୧୭ ଜଣ ଆକ୍ରାନ୍ତ ହୋଇ…