ଚିତ୍ରକୋଣ୍ଡା ଏସଏସଡି ହାଇସ୍କୁଲର ବାର୍ଷିକ ଉତ୍ସବ ଆଡମ୍ବର ସହ ପାଳିତ

ଚିତ୍ରକୋଣ୍ଡା : ମାଲକାନଗିରି ଜିଲ୍ଲା ଚିତ୍ରକୋଣ୍ଡା ଏସ ଏସ ଡି ହାଇସ୍କୁଲ ର ବାର୍ଷିକ ଉତ୍ସବ ବହୁ ଆଡମ୍ବର ସହ ପାଳିତ ହୋଇଯାଇଛି । ବିଦ୍ୟାଳୟର ପ୍ରଧାନ ଶିକ୍ଷକ ଶ୍ରୀ ପ୍ରଦୀପ କୁମାର ବିଶ୍ବାଳ ଙ୍କ ତତ୍ୱାବଧାନ ରେ ଆୟୋଜିତ ଏହି କାର୍ଯ୍ୟକ୍ରମ ରେ ମୁଖ୍ୟ ଅତିଥି ଭାବେ ବାଲିମେଳା ଜଳ ବିଦ୍ୟୁତ…

ରାୟଗଡ଼ା ଜିଲ୍ଲା ସିଆରପି ସିଏମ ଆସୋସିଏସନ୍ ର ସମ୍ମିଳନୀ ଏବଂ ନୂତନ କର୍ମକର୍ତ୍ତା ଚୟନ ଅନୁଷ୍ଠିତ

ରାୟଗଡ଼ା : ଭାରତୀୟ ମଜଦୂର ସଂଘ ଦ୍ବାରା ପରିଚାଳିତ ଅଲ୍ ଓଡିଶା ସିଆରପି ସିଏମ ଆସୋସିଏସନ୍ ରାୟଗଡା ଜିଲ୍ଲାର ଏକ ସାଧାରଣ ସଭା ରାୟଗଡ଼ା ଟାଉନ ହଲ ଠାରେ ଅନୁଷ୍ଠିତ ହୋଇ ଯାଇଛି । ଏହି ସମ୍ମିଳନୀରେ ମୁଖ୍ଯ ଅତିଥି ରୁପେ ଶ୍ରମିକ ନେତା ତଥା ଭାରତୀୟ ମଜଦୂର ସଂଘର ରାଜ୍ଯ ଉପସଭାପତି ଶ୍ରୀ…

ଉଦଘାଟିତ ହେଲା ଅନ୍ତ୍ୟୋଦୟ ଗୃହ ଯୋଜନା

ଚିକିଟୀ -- ଏହି ବ୍ଲକରେ ଆଜି ଓଡିଶା ସରକାରଙ୍କ ଦ୍ୱାରା ପ୍ରଚଳିତ ଅନ୍ତ୍ୟୋଦୟ ଗୃହ ନିର୍ମାଣ ସକାଶେ କାର୍ଯ୍ୟାଦେଶ ସ୍ଥାନୀୟ ବିଧାୟକ ଶ୍ରୀଯୁକ୍ତ ମନୋରଞ୍ଜନ ଦ୍ୟାନ ସାମନ୍ତରା ଙ୍କ କର କମଳରେ ବଣ୍ଟନ କରଯାଇଥିଲା l ପ୍ରଥମେ ରାଜ୍ୟର କଳାହାଣ୍ଡି ଜିଲ୍ଲା ଭବାନୀ ପାଟଣା ଠାରେ ଏହି ଯୋଜନାର…

ଵାସନ୍ତିକ ଦୁର୍ଗୋତ୍ସଵ ପାଇଁ ମାଁ ରାମଚଣ୍ଡୀ ଙ୍କ ପୀଠ ଚଳଚଞ୍ଚଳ

🚩ଜୟ ମାଁ ରାମଚଣ୍ଡୀ 🚩 ଛତ୍ରପୁର : ଚଳିତ ବର୍ଷ ସମସ୍ତ ଦେବୀ ପୀଠ ମାନଙ୍କରେ ଚୈତ୍ରନବରାତ୍ରି ପୂଜାର ଶୁଭାରମ୍ଭ ହୋଇଯାଇଛି l ଏହି ନବରାତ୍ରୀ ପୂଜାକୁ ଵାସନ୍ତିକ ଦୁର୍ଗୋତ୍ସଵ ମଧ୍ୟ୍ୟ କୁହାଯାଏ l ଗଞ୍ଜାମ ଜିଲ୍ଲାର ଛତ୍ରପୁର ନିକଟବର୍ତ୍ତୀ ନୀଳାଦ୍ରୀପୁର ଠାରେ ଅବସ୍ଥିତ ପ୍ରସିଦ୍ଧ…

ସରିଲା ଛତ୍ରପୁର ଓକିଲ ସଂଘର ନିର୍ବାଚନ : ଷଷ୍ଠଥର ଭାବେ ସଭାପତି ନିର୍ବାଚିତ ହେଲେ ପ୍ରଦୀପ

ଛତ୍ରପୁର : ଛତ୍ରପୁର ଓକିଲସଂଘର ବିଭିନ୍ନ କର୍ମକର୍ତ୍ତା ନିମନ୍ତେ ନିର୍ବାଚନ ଶନିବାର ଅନୁଷ୍ଠିତ ହୋଇଯାଇଛି । ସଂଘର ବିଭିନ୍ନ ପଦ ପଦବୀ ନିମନ୍ତେ ନିର୍ବାଚନ ନିମନ୍ତେ ମତଦାନ ହେବା ସହିତ ଫଳାଫଳ ଘୋଷାଣ ହୋଇଯାଇଛି । ଓକିଲ ସଂଘର ସଭାପତି ପଦବୀ ନିମନ୍ତେ ପ୍ରଦୀପ କୁମାର ପାଢୀ ଓ ସଞ୍ଜୟ କୁମାର…

ଆଶାରାମକୁ ମିଳିଲା ୯୦ ଦିନ ଜାମିନ

ଶାହଜହାଁପୁର: ଦୁଷ୍କର୍ମ ମାମଲାରେ ଆଜୀବନ ଜେଲଦଣ୍ଡାଦେଶ ଭୋଗୁଥିବା ଆଶାରାମ ବାପୁଙ୍କ ଜାମିନ ଅବଧି ଆଉ ୩ ମାସ ବଢିଛି। ଫଳରେ ପୀଡ଼ିତାଙ୍କ ପିତା ପରିବାରର ସୁରକ୍ଷାକୁ ନେଇ ଉଦବେଗ ପ୍ରକାଶ କରିଛନ୍ତି। ଦୁଷ୍କର୍ମ ପୀଡ଼ିତାଙ୍କ ପିତା କହିଛନ୍ତି ତାଙ୍କ ପରିବାର ନିମନ୍ତେ ଏବେ ବିପଦ ବଢ଼ି ଯାଇଛି।…

ପୁଣି ଏନକାଉଣ୍ଟରରେ ଜଣେ ନକ୍ସଲ ମୃତ

ମାଲକାନଗିରି: ସୀମାନ୍ତ ଛତିଶଗଡ଼ର ସୁକମା ଜିଲ୍ଲରା ୧୭ ଜଣ ନକ୍ସଲଙ୍କ ଏନକାଉଣ୍ଟରରେ ମୃତ୍ୟୁ ଘଟିଥିଲା। ଆଜି ପୁଣି ସୁକମାର ବାସାଗୁଡା ଥାନା ଅଂଚଳର ଟେକମେଟା ଜଂଗଲରେ ଏନକାଉଣ୍ଟରରେ ଜଣେ ନକ୍ସଲର ମୃତ୍ୟୁ ହୋଇଛି। ବିସ୍ବସ୍ତ ସୂତ୍ରରୁ ଖବର ପାଇ ବିଜାପୁର ଡିଆରଜି, କୋବ୍ରା ଯବାନ, ସିଆରପିଏଫ…

ରେଳ ଦୁର୍ଘଟଣାରେ ପୀଡ଼ିତ ଯାତ୍ରୀଙ୍କୁ ନେଇ ଗୁଆହାଟୀ ଗଲା ସ୍ବତନ୍ତ୍ର ଟ୍ରେନ୍‌

ଭୁବନେଶ୍ବର: କଟକ ଜିଲ୍ଲା ମୁଙ୍ଗୁଳି ନିକଟ ନିର୍ଗୁଣ୍ଡିରେ ଦୁର୍ଘଟଣାର ଶିକାର ହୋଇଥିବା ଏକ୍ସପ୍ରେସ୍‌ ଟ୍ରେନ୍‌ର ଯାତ୍ରୀମାନେ ସ୍ବତନ୍ତ୍ର ବ୍ୟବସ୍ଥା ମାଧ୍ୟମରେ ନିଜର ଯାତ୍ରା ଆରମ୍ଭ କରିଛନ୍ତି। ଦୁର୍ଘଟଣା ଯୋଗୁଁ ସମସ୍ୟାର ସମ୍ମୁଖୀନ ହୋଇଥିବା ଯାତ୍ରୀମାନଙ୍କୁ ନେଇ ଏକ ସ୍ବତନ୍ତ୍ର ଟ୍ରେନ୍‌…

ମଣିପୁର, ନାଗାଲାଣ୍ଡ ଏବଂ ଅରୁଣାଚଳ ପ୍ରଦେଶରେ ଲାଗୁ ରହିବ AFSPA, ୬ ମାସ ଅବଧି ବୃଦ୍ଧି କଲେ ଗୃହ ମନ୍ତ୍ରଣାଳୟ

ମଣିପୁର ରାଜ୍ୟର ସୁରକ୍ଷା ଏବଂ ଆଇନ ଶୃଙ୍ଖଳା ପରିସ୍ଥିତିକୁ ଦୃଷ୍ଟିରେ ରଖି କେନ୍ଦ୍ର ସରକାର ସଶସ୍ତ୍ର ବାହିନୀ ସ୍ୱତନ୍ତ୍ର କ୍ଷମତା ଆଇନ (AFSPA)(ଆର୍ମଡ୍ ଫୋର୍ସଡ ସ୍ପେସାଲ ପାୱାର ଆକ୍ଟ ) କୁ ଛଅ ମାସ ପାଇଁ ବୃଦ୍ଧି କରିଛନ୍ତି । ଗୃହ ମନ୍ତ୍ରଣାଳୟର ସୂଚନା ଅନୁସାରେ ମଣିପୁର ରାଜ୍ୟକୁ ୧…

ଘର ଭିତରୁ ସ୍ୱାମୀ-ସ୍ତ୍ରୀଙ୍କ ମୃତଦେହ ଉଦ୍ଧାର

କଣ୍ଟାବାଞ୍ଜି: ବଲାଂଗୀର ଜିଲ୍ଲା ମୁରିବାହାଲ ଥାନା ଗୁଡିଘାଟ ଗାଁରେ ଆଜି ଏକ ଅଭାବନୀୟ ଘଟଣା ଘଟିଛି। ଘର ଭିତରୁ ସ୍ୱାମୀ-ସ୍ତ୍ରୀ ର ମୃତଦେହ ଉଦ୍ଧାର କରାଯାଇଛି। ମୃତ ବ୍ୟକ୍ତି ହେଲେ ପ୍ରେମରାଜ ମାଝୀ ଓ ତାଙ୍କର ସ୍ତ୍ରୀ ଭାନୁମତୀ ମାଝୀ। ସୂଚନା ଅନୁସାରେ ମୁରିବାହାଲ ଥାନା ଗୁଡିଘାଟ ଗାଁର…