ଦାରିଙ୍ଗବାଡ଼ି ଓକିଲ ସଂଘ ନିର୍ବାଚନ ଶେଷ : ପ୍ରଦୀପ ସଭାପତି, ଇନ୍ଦ୍ରମଣୀ ସମ୍ପାଦକ
ବାଲିଗୁଡା, ତା, ୨୯/୦୩: କନ୍ଧମାଳ ଜିଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ ଦାରିଙ୍ଗବାଡି ଓକିଲ ସଙ୍ଘର କର୍ମକର୍ତ୍ତା ନିର୍ବାଚନ ଶନିବାର ଅନୁଷ୍ଠିତ ହୋଇଯାଇଛି। ସଂଘର ମୁଖ୍ୟ ପଦବୀ ସଭାପତି ଭାବେ ପ୍ରଦୀପ କୁମାର ସାହୁ ନିର୍ବାଚିତ ହୋଇଥିବା ବେଳେ ସାଧାରଣ ସମ୍ପାଦକ ଭାବେ ଇନ୍ଦ୍ରମଣୀ ପ୍ରଧାନ!-->…