ନୟାଗଡ଼ ରେଳଷ୍ଟେସନରେ କାର୍ଯ୍ୟକ୍ଷମ ହେଲା ଦୁଇ ଏଟିଭିଏମ ମେସିନ
ନୟାଗଡ଼ : ଗତ ୨୦୧୭ ମସିହାରୁ ନୟାଗଡ଼ରେ ରେଳ ସେବା ଆରମ୍ଭ ହୋଇଥିବା ବେଳେ ଯାତ୍ରୀ ସଂଖ୍ୟା ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି। ତେବେ ଯାତ୍ରୀ ସଂଖ୍ୟା ବୃଦ୍ଧି ପାଇଥିଲେ ସୁଦ୍ଧା କେବଳ ଗୋଟିଏ ମାତ୍ର ଅଣ ସଂରକ୍ଷିତ ଟିକେଟ କାଉଣ୍ଟର ଥିବାରୁ ଯାତ୍ରୀମାନେ ଦୀର୍ଘ ସମୟ ଧରି ଲାଇନରେ ଛିଡ଼ା!-->…