ଦିନ ୧୧ଟାରୁ ଅପରାହ୍ନ ୪ଟା ଯାଏଁ ବନ୍ଦ ରହିବ ରାସନ ସାମଗ୍ରୀ ବିତରଣ
ଭୁବନେଶ୍ୱର: ଚଳିତ ବର୍ଷ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ରାଜ୍ୟରେ ସମସ୍ତ ଜିଲ୍ଲାରେ ଆବଶ୍ୟକୀୟ ପଦକ୍ଷେପ ଗ୍ରହଣ କରିବାକୁ ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ବିଭାଗ ପକ୍ଷରୁ ଅବଗତ କରାଯାଇଛି । ସାଧାରଣ ବଣ୍ଟନ ବ୍ୟବସ୍ଥା ଅନ୍ତର୍ଗତ ହିତାଧିକାରୀ ମାନଙ୍କୁ ରାସନ ସାମଗ୍ରୀ ସକାଳ ସାତ!-->…