ନବମ ଓ ଦଶମ ଶ୍ରେଣୀ ପିଲାଙ୍କୁ ମିଳିବ ମଧ୍ୟାହ୍ନ ଭୋଜନ
ଭୁବନେଶ୍ବର : ଏଣିକି ନବମ ଓ ଦଶମ ଶ୍ରେଣୀ ପିଲାଙ୍କୁ ମଧ୍ୟ ମଧ୍ୟାହ୍ନ ଭୋଜନ ମିଳିବ । ଏନେଇ ଗଣଶିକ୍ଷା ବିଭାଗ ପକ୍ଷରୁ ନିର୍ଦ୍ଦେଶନାମା ଜାରି ହୋଇଛି । ଏଥିପାଇଁ ରାଜ୍ୟ ସରକାର ୫୭୦.୭୧ କୋଟି ଟଙ୍କା ବ୍ୟୟ କରିବେ । ମୁଖ୍ୟମନ୍ତ୍ରୀ ପୋଷଣ ଯୋଜନାରେ ବଜେଟ୍ରୁ ଖର୍ଚ୍ଚ ହେବ । ଖାଲି ସେତିକି!-->…