ଦୁଷ୍କର୍ମ ପ୍ରସଙ୍ଗରେ ଆହ୍ଲାବାଦ ହାଇକୋର୍ଟଙ୍କ ବିବାଦୀୟ ଆଦେଶ ଉପରେ ଲାଗିଲା ରୋକ
ନୂଆଦିଲ୍ଲୀ :ଡେସ୍କ: ଆହ୍ଲାବାଦ ହାଇକୋର୍ଟଙ୍କ ବିବାଦୀୟ ଆଦେଶ ଉପରେ ରୋକ ଲଗାଇବା ସହ ଏହି ରାୟ ସମ୍ବେଦନଶୀଳତାର ଅଭାବ ଦର୍ଶାଉଛି ବୋଲି ସୁପ୍ରିମକୋର୍ଟ କହିଛନ୍ତି।ଆହ୍ଲାବାଦ ହାଇକୋର୍ଟଙ୍କ ବିବାଦୀୟ ଆଦେଶରେ କୁହାଯାଇଛି ଯେ ସ୍ତନ ସ୍ପର୍ଶ କରିବା କିମ୍ବା ପାଇଜାମାର ଡୋର ଖୋଲିବା ଭଳି କାର୍ଯ୍ୟ!-->…