ନବରଙ୍ଗପୁରରେ ଦୁଇଟି ନୂତନ ପ୍ରାଇମେରୀ ସବଷ୍ଟେସନ ଉଦଘାଟିତ…
ନବରଙ୍ଗପୁର : ଟାଟା ପାୱାର ଏବଂ ଓଡ଼ିଶା ସରକାରଙ୍କ ଏକ ଯୌଥ ଉଦ୍ୟୋଗ ଟିପି ସଦର୍ଣ୍ଣ ଓଡ଼ିଶା ଡିଷ୍ଟ୍ରିବ୍ୟୁସନ୍ ଲିମିଟେଡ ପକ୍ଷରୁ ନବରଙ୍ଗପୁର ଜିଲ୍ଲାର ଯୋଡ଼ିଙ୍ଗା ଏବଂ ଧୋଡ୍ରାଠାରେ ଦୁଇଟି ନୂତନ ପ୍ରାଇମେରୀ ସବଷ୍ଟେସନ (ପିଏସ୍ଏସ୍) କାର୍ଯ୍ୟକ୍ଷମ ହୋଇଛି। ଏହା ଉମରକୋଟ, ଝରିଗାଁ ଏବଂ!-->…