ରାଜ୍ୟର ୭୬୪ ପଞ୍ଚାୟତରେ ନାହିଁ ଇଣ୍ଟରନେଟ ସେବା
ଭୁବନେଶ୍ବର: ରାଜ୍ୟରେ ଏବେ ବି ଅନେକ ଗ୍ରାମପଞ୍ଚାୟତ ଇଣ୍ଟରନେଟ ସେବାରୁ ବଞ୍ଚିତ ରହିଛି । ଏବେବି ୭୦୦ରୁ ଅଧିକ ପଞ୍ଚାୟତରେ ଇଣ୍ଟରନେଟ ସେବା ନଥିବା ନେଇ ଗୃହରେ ସୂଚନା ଦେଇଛନ୍ତି, ସୂଚନା ଓ ପ୍ରଯୁକ୍ତି ବିଦ୍ୟା ମନ୍ତ୍ରୀ ମୁକେଶ ମହାଲିଙ୍ଗ ।
ମନ୍ତ୍ରୀଙ୍କ ତଥ୍ୟ ଅନୁଯାୟୀ, ରାଜ୍ୟର ୭୬୪!-->!-->!-->…