କମିଶନର ତଥା ଶାସନ ସଚିବ ସଂଜୀବ କୁମାର ମିଶ୍ର ଗଞ୍ଜାମ ଜିଲ୍ଲା ସଚିବଙ୍କ ଜିଲ୍ଲାଗସ୍ତ…
ବ୍ରହ୍ମପୁର : ଗଞ୍ଜାମ ଜିଲ୍ଲାର ବିଭିନ୍ନ ଉନ୍ନୟନ ମୂଳକ କାର୍ଯ୍ୟ ଗୁଡିକର ପରିଚାଳନା କିପରି ଚାଲିଛି ଏବଂ ସରକାରଙ୍କ ସଂଯୋଜନାରୁ ଜନ ସାଧାରଣ କିଭଳି ଉପକୃତ ହେଉଛନ୍ତି ସେହି ସମ୍ପର୍କରେ ଗଞ୍ଜାମ ଜିଲ୍ଲା ସଚିବ ଭାବେ ନିଯୁକ୍ତ ହୋଇଥିବା ଓଡିଆ ଭାଷା ସାହିତ୍ୟ ଓ ସଂସ୍କୃତି ବିଭାଗ ତଥା!-->…