ଗଜପତିରୁ ଚାଲାଣ ହେଉଥିଲା ୯୨୯କିଲୋ ଗଂଜେଇ, ଖୋର୍ଦ୍ଧାରେ ଜବତ କଲା ପୁଲିସ୍
ଖୋର୍ଦ୍ଧା: ଏକ ବଡ଼ଧରଣର ଗଂଜେଇ ଚେରାଚାଲାଣକୁ ଖୋର୍ଦ୍ଧା ପୁଲିସ ବିଫଳ କରିଛି। ଗଜପତି ଜିଲ୍ଲା ଅଡ଼ବା ଅଞ୍ଚଳରୁ ଶ୍ରୀକ୍ଷେତ୍ରକୁ ଏକ ପିକ୍ଅପରେ ଚାଲାଣ ହେଉଥିବା ବେଳେ ଖୋର୍ଦ୍ଧା ଜିଲ୍ଲା ଟାଙ୍ଗୀ ଥାନା ଅଧୀନ ୧୬ ନମ୍ବର ଜାତୀୟ ରାଜପଥର ଚନ୍ଦନେଶ୍ବର ଫ୍ଲଏ ଓଭର ବ୍ରିଜ୍ରେ ପୁଲିସ ହାତରେ!-->…