ରୁଷ୍ ଉପରେ ୟୁକ୍ରେନ୍ର ବଡ଼ ଧରଣର ଆକ୍ରମଣ
ନୂଆଦିଲ୍ଲୀ: ଥମୁନାହିଁ ରୁଷ-ୟୁକ୍ରେନ୍ ବିବାଦ। ଏହି ଦୁଇ ଦେଶ ମଧ୍ୟରେ ବର୍ଷ ବର୍ଷ ଧରି ଚାଲିଥିବା ଯୁଦ୍ଧ ବନ୍ଦ୍ ହେବା ନେଇ କଥାବାର୍ତ୍ତା ଚାଲିଥିବା ବେଳେ ୟୁକ୍ରେନ୍ ରୁଷ ଉପରେ କରିଛି ଏବ ବଡ଼ ଧରଣର ଆକ୍ରମଣ। ଉଭୟ ଦେଶ ପରସ୍ପର ଉପରକୁ ଘାତକ ଆକ୍ରମଣ ଜାରି ରଖିଛନ୍ତି । ରୁଷର ଆଣବିକ!-->…