ପୁଣି ମୋଦିଙ୍କ ପ୍ରଶଂସା କଲେ ଶଶି ଥରୁର
ନୂଆଦିଲ୍ଲୀ,୧୯।୩: କଂଗ୍ରେସ ନେତା ଶଶି ଥରୁର ମଙ୍ଗଳବାର ସ୍ୱୀକାର କରିଛନ୍ତି ଯେ ରୁଷ-ୟୁକ୍ରେନ ଯୁଦ୍ଧ ଆରମ୍ଭ ହେବା ସମୟରେ ଭାରତର ସ୍ଥିତିକୁ ବିରୋଧ କରିବାରେ ତାଙ୍କର ଭୁଲ ହୋଇଥିଲା ଏବଂ ସେ କହିଛନ୍ତି ଯେ ଗ୍ରହଣ କରାଯାଇଥିବା ନୀତି ଯୋଗୁଁ ଦେଶ ଏବେ ଏପରି ଏକ ସ୍ଥିତିରେ ଅଛି ଯେଉଁଠାରେ!-->…