ମାର୍ଚ୍ଚ ୩୧ ପରେ ସୁଭଦ୍ରା ସର୍ଭେ: ଉପମୁଖ୍ୟମନ୍ତ୍ରୀ
ଭୁବନେଶ୍ଵର: ପୁଣି ସୁଭଦ୍ରାକୁ ନେଇ ବଡ ଘୋଷଣା କଲେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା। ସେ କହିଛନ୍ତି ରାସନ କାର୍ଡ ଏବଂ ଆୟରେ ତାଳମେଳ ଅଭାବରୁ ୧ ଲକ୍ଷ ମହିଳା ସୁଭଦ୍ରା ଟଙ୍କା ପାଇବାରୁ ବଞ୍ଚିତ ହୋଇଛନ୍ତି। ପ୍ରଥମ କିସ୍ତି ପାଇଛନ୍ତି ମାତ୍ର ଆୟ ବୃଦ୍ଧି ଦର୍ଶାଇ ରାସନ କାର୍ଡ ଫେରାଇଛନ୍ତି।!-->…