ଭାରତୀୟ ମଜଦୂର ସଂଘ ପକ୍ଷରୁ ମାନ୍ୟବର ପ୍ରଧାନମନ୍ତ୍ରୀ ଏବଂ ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଦାବିପତ୍ର ପ୍ରଦାନ
ରାୟଗଡ଼ା : ଭାରତୀୟ ମଜଦୂର ସଂଘ ର କେନ୍ଦ୍ରୀୟ ସଂଗଠନ ନିଷ୍ପତ୍ତି କ୍ରମେ ଭାରତର ସମସ୍ତ ଜିଲ୍ଲାପାଳଙ୍କ ଜରିଆରେ ମାନ୍ୟବର ପ୍ରଧାନମନ୍ତ୍ରୀ ଏବଂ କେନ୍ଦ୍ର ଅର୍ଥମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଦାବିପତ୍ର ପ୍ରଦାନ କରାଯାଇଛି । ଏହି ଅବସରରେ ରାୟଗଡ଼ା ଜିଲ୍ଲା ସମ୍ପାଦକ ଶ୍ରୀ ଗଣେଶ କୁମାର ସାହୁଙ୍କ!-->…