ପେପର ଲିକ୍ ରୋକିବାକୁ ପରୀକ୍ଷା ସଂଶୋଧନ ବିଲ୍ ଆଗତ, ବଡ଼ ପଦକ୍ଷେପ ନେଲେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ : ଦେଶରେ ପେପର ଲିକ୍ ରୋକିବାକୁ ମୋଦି ସରକାର ଆଜି ସଂସଦରେ ଗଣ ପରୀକ୍ଷା ସଂଶୋଧନ ବିଲ୍ ଆଗତ କରିଛନ୍ତି । କେନ୍ଦ୍ରମନ୍ତ୍ରୀ ଜିତେନ୍ଦ୍ର ସିଂ ଲୋକସଭାରେ ଏହି ବିଲ୍ ଆଗତ କରିଛନ୍ତି । ଗଣ ପରୀକ୍ଷା ସଂଶୋଧନ ବିଲ୍ ମାଧ୍ୟମରେ ମୋଦି ସରକାର ପେପର ଲିକ୍ ମାଫିଆମାନଙ୍କୁ ଦମନ…

ଗାଈକୁ ବଞ୍ଚାଇବାକୁ ଯାଇ ଚାଲିଗଲା ୩ ଜୀବନ, ୮ ଆହତ

ହାପୁର : ଉତ୍ତରପ୍ରଦେଶ ହାପୁର ଜିଲ୍ଲାର ଭଢ କୋତବାଲୀ ଅଞ୍ଚଳରେ ଦିଲ୍ଲୀ-ଲକ୍ଷ୍ନୌ ହାଇୱେରେ ଏକ ଭୟଙ୍କର ସଡ଼କ ଦୁର୍ଘଟଣା ଘଟିଛି । ହାପୁରର ସାୟାନା ଚୌପଲା ନିକଟରେ ଏହି ଦୁର୍ଘଟଣା ଘଟିଥିବା ଜଣାପଡିଛି । ଏହି ଦୁର୍ଘଟଣାରେ ୩ ଜଣଙ୍କର ମୃତ୍ୟୁ ହୋଇଥିଲାବେଳେ ୮ ଜଣ ଆହତ ହୋଇଛନ୍ତି ।…

ଫୁଡ୍ ଫେଷ୍ଟିଭାଲରେ ଗୁଳିକାଣ୍ଡ, ଜୀବନ ବଞ୍ଚାଇ ଦୌଡ଼ିଲେ ଲୋକେ

ନୂଆଦିଲ୍ଲୀ: ଆମେରିକାର ସିଆଟଲ ସହରରେ ଚାଲିଥିବା ଏକ ଫୁଡ୍ ଫେଷ୍ଟିଭାଲରେ ଗୁଳିକାଣ୍ଡ ଘଟିଛି । ଏହି ଘଟଣାରେ ଅତି କମରେ ୨ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୫ ଜଣ ଆହତ ହୋଇଛନ୍ତି ।ଆମେରିକାର ସିଆଟଲ ସହରରେ ଚାଲିଥିବା ଏକ ଫୁଡ୍ ଫେଷ୍ଟିଭାଲରେ ଗୁଳିକାଣ୍ଡ ଘଟିଛି । ଏହି ଘଟଣାରେ ଅତି କମରେ ୨…

ଟ୍ରମ୍ପଙ୍କ ନିଷ୍ପତ୍ତି ପରେ ୬ ପ୍ରତିଶତ ଖସିଲା ଅଶୋଧିତ ତୈଳ ଦର

ନୂଆଦିଲ୍ଲୀ : ଏକ ବଡ଼ ଆଶ୍ୱସ୍ତିକର ଖବର ସାମ୍ନାକୁ ଆସିଛି। ଇରାନ ଉପରେ ତୁରନ୍ତ କୌଣସି କଠୋର ସାମରିକ ବା ଅର୍ଥନୈତିକ କାର୍ଯ୍ୟାନୁଷ୍ଠାନ ଗ୍ରହଣ ନକରିବାକୁ ଆମେରିକା ନିଷ୍ପତ୍ତି ନେବା ପରେ ଅନ୍ତର୍ଜାତୀୟ ବଜାରରେ ଅଶୋଧିତ ତୈଳ ଦରରେ ବଡ଼ ଧରଣର ହ୍ରାସ ଦେଖିବାକୁ ମିଳିଛି। ଗୋଟିଏ…

ଧର୍ମେନ୍ଦ୍ର ପ୍ରଧାନଙ୍କୁ ଭବ୍ୟ ସ୍ୱାଗତ, ‘ଜିନ୍ଦାବାଦ’ ନାରାରେ ଗୁଞ୍ଜରିତ ହେଲା ସଂସଦ ଭବନ

ନୂଆଦିଲ୍ଲୀ: ନିଟ୍ ପ୍ରଶ୍ନପତ୍ର ଲିକ୍ ବିବାଦ ଏବଂ ଦେଶବ୍ୟାପୀ ଛାତ୍ର ଆନ୍ଦୋଳନ କାରଣରୁ କେନ୍ଦ୍ର ଶିକ୍ଷା ମନ୍ତ୍ରୀ ପଦରୁ ଧର୍ମେନ୍ଦ୍ର ପ୍ରଧାନ ଇସ୍ତଫା ଦେବା ପରେ ରାଜନୈତିକ ମହଲରେ ଚର୍ଚ୍ଚା ଜୋର ଧରିଛି। ତେବେ ମନ୍ତ୍ରୀ ପଦ ଛାଡ଼ିବା ପରେ ମଧ୍ୟ ବିଜେପି ଦଳ ଭିତରେ ତାଙ୍କର ଦବଦବା ଏବଂ…

କାମୱାଡ଼ାଠାରେ ମାଲକାନଗିରି ଜିଲ୍ଲାସ୍ତରୀୟ ଯୁଗ୍ମ ଜନ ଶୁଣାଣି ଶିବିର ଅନୁଷ୍ଠିତ, ୫୧ଟି ଅଭିଯୋଗ ପଞ୍ଜିକୃତ

ମାଲକାନଗିରି : ମାଲକାନଗିରି ଜିଲ୍ଲାପାଳ ପ୍ରଥମେଶ ଅରବିନ୍ଦ ରାଜସିର୍କେଙ୍କ ନିର୍ଦ୍ଦେଶକ୍ରମେ କୋରକୁଣ୍ଡା ବ୍ଲକ ଅନ୍ତର୍ଗତ କାମୱାଡ଼ା ଗ୍ରାମ ପଞ୍ଚାୟତଠାରେ ଜିଲ୍ଲା ସ୍ତରୀୟ ଯୁଗ୍ମ ଜନ ଶୁଣାଣି ଅଭିଯୋଗ ଶିବିର ଅନୁଷ୍ଠିତ ହୋଇଯାଇଛି । ଏହି ଶିବିରରେ ଜନସାଧାରଣଙ୍କ ପକ୍ଷରୁ ମୋଟ ୫୧ଟି ଅଭିଯୋଗ…

ଉଦ୍ଘାଟନ ହେଲା ସ୍ଵଂୟ ଚାଳିତ ସୌର ନଳକୂପ : ଦୂର ହେଲା ଡେଙ୍ଗାଝରି ଗାଁରୁ ପାନୀୟ ଜଳ ସମସ୍ୟା

ନୟାଗଡ଼ (ନିସର୍ତ୍ତ): ସରପଞ୍ଚ ଉଦ୍ଘାଟନ କଲେ ସ୍ଵଂୟ ଚାଳିତ ସୌର ନଳକୂପ ,ଦୂର ହେଲା ଡେଙ୍ଗାଝରି ଗାଁର ପାନୀୟ ଜଳ ସମସ୍ୟା । ସୂଚନା ଅନୁସାରେ, ନୟାଗଡ ଜିଲ୍ଲା ରଣପୁର ବ୍ଲକ ଅନ୍ତର୍ଗତ ଦର୍ପନାରାୟଣପୁର ପଞ୍ଚାୟତ ଅଧିନସ୍ଥ ଡେଙ୍ଗାଝାରି ଗ୍ରାମରେ ୩୦୦ରୁ ଉର୍ଦ୍ଧ ଲୋକ ବାସକରନ୍ତି । ସେହି…

ରଙ୍ଗେଇଲୁଣ୍ଡାରେ ଜିଲ୍ଲାସ୍ତରୀୟ ଅଭିଯୋଗ ଶୁଣାଣି ଶିବିର : ୩୩୮ଟି ଅଭିଯୋଗ ଗ୍ରହଣ, ୫୧ଟିର ଘଟଣାସ୍ଥଳରେ ସମାଧାନ

ଛତ୍ରପୁର : ଗଞ୍ଜାମ ଜିଲ୍ଲାର ରଙ୍ଗେଇଲୁଣ୍ଡା ପଞ୍ଚାୟତ ସମିତି କାର୍ଯ୍ୟାଳୟ ପରିସରରେ ଆଜି ଜିଲ୍ଲା ସ୍ତରୀୟ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ହୋଇଥିଲା। ଜିଲ୍ଲାପାଳ ଭି. କୀର୍ତ୍ତି ଭାସନ, ବ୍ରହ୍ମପୁର ଆରକ୍ଷୀ ଅଧିକ୍ଷକ ଡ଼. ଶ୍ରବଣ ବିବେକ ଏମ୍‌, ଜିଲ୍ଲା ପରିଷଦର ମୁଖ୍ୟ ଉନ୍ନୟନ ଅଧିକାରୀ…

ଛତ୍ରପୁରରେ ୮୦ ତମ ଜିଲ୍ଲାସ୍ତରୀୟ ସ୍ବାଧୀନତା ଦିବସ ପାଳନ ଉପଲକ୍ଷେ ପ୍ରସ୍ତୁତି ବୈଠକ

ଛତ୍ରପୁର : ଚଳିତ ବର୍ଷର ଜିଲ୍ଲା ସ୍ତରୀୟ ୮୦ତମ ସ୍ବାଧୀନତା ଦିବସ ଛତ୍ରପୁର ସ୍ଥିତ ପୋଲିସ୍ ପ୍ୟାରେଡ୍ ପଡିଆ ଠାରେ ମହା ସମାରୋହର ସହିତ ପାଳନ କରାଯିବ । ଏହି ଜାତୀୟ ଉତ୍ସବଟିକୁ କିଭଳି ସରସ ସୁନ୍ଦର ଭାବେ ପାଳନ କରାଯିବ ସେଥି ନିମନ୍ତେ ଗଞ୍ଜାମ ଜିଲ୍ଲାପାଳଙ୍କ ନିର୍ଦ୍ଦେଶ କ୍ରମେ ଅତିରିକ୍ତ…

ଆକାଉଣ୍ଟ ଖାଲି କରିଦେଲେ ସାଇବର୍ ଲୁଟେରା, ଗ୍ୟାସ ବୁକିଂ ପାଇଁ ଡାଉନଲୋଡ୍ କରିଥିଲେ ଆପ୍

ଭୁବନେଶ୍ୱର : ଗ୍ୟାସ ବୁକିଂ ପାଇଁ ଡାଉନଲୋଡ୍ କରିଥିଲେ ଆପ୍ । ହେଲେ ଆପ୍ ଡାଉନଲୋଡ୍ କରିବା ମାତ୍ରେ ଖାଲି ହୋଇଗଲା ବ୍ୟାଙ୍କ ଆକାଉଣ୍ଟ । ହଜାରେ କି ଦୁଇ ହଜାର ନୁହେଁ । ପାଖାପାଖି ୨ ଲକ୍ଷ ୯୧ ହଜାର ଟଙ୍କା ଗାୟବ କରିଦେଲେ ସାଇବର୍ ଲୁଟେରା । ଭୁବନେଶ୍ବର ବାପୁଜୀନଗର ଅଞ୍ଚଳରୁ ଆସିଛି…