ରାଜ୍ୟରେ ପ୍ରଶାସନିକ ଅଧିକାରୀଙ୍କ ଘୋର ଅଭାବ: ୬୭ ଆଇଏଏସ୍, ୬୯ ଆଇପିଏସ୍, ୨୫୩ ଓଏଏସ୍ ପଦବୀ ଖାଲି
ଭୁବନେଶ୍ବର: ରାଜ୍ୟରେ ପ୍ରଶାସନିକ ସେବା କ୍ଷେତ୍ରରେ ଅନେକ ପ୍ରମୁଖ ଅମଲାତାନ୍ତ୍ରିକ ପଦବୀ ଖାଲି ପଡ଼ିଥିବାରୁ ଓଡ଼ିଶା ସରକାର ଏକ ଗମ୍ଭୀର ପ୍ରଶାସନିକ ସଙ୍କଟରେ ପଡ଼ିଥିବା ପରି ମନେ ହେଉଛି। ଓଡ଼ିଶା ବିଧାନସଭାରେ ଏହି ଚିନ୍ତାଜନକ ପରିସ୍ଥିତି ପ୍ରକାଶ ପାଇଛି।ମୁଖ୍ୟମନ୍ତ୍ରୀ ମୋହନ ମାଝୀ!-->…