ଏସ୍‌ସିବିରେ ଯୋଡ଼ାହେଲା କଟା ଗୋଡ଼: ଦୁର୍ଘଟଣାରେ ବାଳିକାଙ୍କ ଗୋଡ଼ ଛିଣ୍ଡିଥିଲା, ଦେବଦୂତ ସାଜିଲେ ଆମ୍ବୁଲାନ୍ସ ଚାଳକ

କଟକ : ଦୁର୍ଘଟଣାରେ ଛିଣ୍ଡିଗଲା ନାବାଳିକାଙ୍କ ଗୋଡ଼। ହେଲେ ଜଣେ ଆମ୍ବୁଲାନ୍ସ ଚାଳକ, ବଡ଼ସାହି ବିଧାୟକ ଓ ଏସ୍‌ସିବି ମେଡିକାଲର ଡାକ୍ତରୀଦଳଙ୍କ ଉଦ୍ୟମରୁ ନାବାଳିକା ଜଣକ ନିଜ ଗୋଡ଼ ହରାଇବାରୁ ବର୍ତ୍ତି ଯାଇଛନ୍ତି। ଡାକ୍ତରଖାନାରେ ସଫଳତାର ସହ ତାଙ୍କ କଟା ଗୋଡ଼କୁ ‌ଯୋଡ଼ି ଦିଆଯାଇଛି।ସୂଚନା…

ଆଗାମୀ ୨ ଦିନ ପାଇଁ ୬ ଜିଲ୍ଲାରେ ଗ୍ରୀଷ୍ମ ପ୍ରବାହ ପୂର୍ବାନୁମାନ: ସତର୍କ ସୂଚନା ଜାରି

ଭୁବନେଶ୍ୱର: ଆଗାମୀ ଦୁଇ ଦିନ ପାଇଁ ଓଡ଼ିଶାର ୬ଟି ଜିଲ୍ଲାରେ ଗ୍ରୀଷ୍ମ ପ୍ରବାହ ଜାରି ରହିବା ନେଇ ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ କରାଯାଇଛି। ଭାରତୀୟ ପାଣିପାଗ ବିଭାଗ (ଆଇଏମଡି) ଅନୁଯାୟୀ, ୬ଜିଲ୍ଲାରେ ଗ୍ରୀଷ୍ମ ପ୍ରବାହ ପରିସ୍ଥିତି ଜାରି ରହିବାର ସମ୍ଭାବନା ରହିଛି। ତେଣୁ ଆଞ୍ଚଳିକ…

ରାଜ୍ୟର ୨,୬୦୩ଟି ଗାଁରେ ମୋବାଇଲ ସଂଯୋଗ ନାହିଁ

ଭୁବନେଶ୍ୱର: ଡିଜିଟାଲ୍ ପ୍ରଯୁକ୍ତିର ପ୍ରସାର ସତ୍ତ୍ୱେ, ଓଡ଼ିଶାର ୨,୬୦୩ ଗାଁରେ ମୋବାଇଲ୍ ସଂଯୋଗ ନାହିଁ ବୋଲି ସୋମବାର ରାଜ୍ୟ ବିଧାନସଭାରେ ସୂଚନା ଦିଆଯାଇଛି। ବିଧାୟକ ରମେଶ ଚନ୍ଦ୍ର ବେହେରାଙ୍କ ଏକ ପ୍ରଶ୍ନର ଉତ୍ତର ଦେଇ ଇଲେକ୍ଟ୍ରୋନିକ୍ସ ଏବଂ ଆଇଟି ମନ୍ତ୍ରୀ ମୁକେଶ ମହାଲିଙ୍ଗ ଏହି ସୂଚନା…

ପୁଲିସ ଷ୍ଟେସନରେ ୮ ମାସରେ ୧.୩୫ ଲକ୍ଷ ମାମଲା ରୁଜୁ: ବିଧାନସଭାରେ ମୁଖ୍ୟମନ୍ତ୍ରୀଙ୍କ ସୂଚନା

ଭୁବନେଶ୍ୱର: ଗତ ଆଠ ମାସ ମଧ୍ୟରେ ଓଡ଼ିଶାର ବିଭିନ୍ନ ଥାନାରେ ମୋଟ ୧,୩୫,୦୭୪ଟି ମାମଲା ରୁଜୁ ହୋଇଛି ବୋଲି ସୋମବାର ରାଜ୍ୟ ବିଧାନସଭାରେ ସୂଚନା ଦିଆଯାଇଛି।ଗୃହରେ କଂଗ୍ରେସ ବିଧାୟକ ତାରା ପ୍ରସାଦ ବାହିନୀପତିଙ୍କ ଏକ ପ୍ରଶ୍ନର ଉତ୍ତର ଦେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏହି ସୂଚନା…

ବ୍ୟାଙ୍କ ଧର୍ମଘଟ ଡାକରା: ୪ ଦିନ ବ୍ୟାଙ୍କ ସେବା ବନ୍ଦ ରହିବ

ନୂଆଦିଲ୍ଲୀ/ଭୁବନେଶ୍ବର: ଇଣ୍ଡିଆନ୍ ବ୍ୟାଙ୍କସ୍ ଆସୋସିଏସନ୍ (ଆଇବିଏ) ସହିତ ଆଲୋଚନା ବିଫଳ ହେବା ପରେ ୟୁନାଇଟେଡ୍ ଫୋରମ୍ ଅଫ୍ ବ୍ୟାଙ୍କ ୟୁନିଅନ୍ (ୟୁଏଫବିୟୁ ) ମାର୍ଚ୍ଚ ୨୪ ଏବଂ ୨୫ ରେ ଦେଶବ୍ୟାପୀ ଧର୍ମଘଟ ଡାକରା ଦେଇଛି। ୟୁଏଫବିୟୁର ପ୍ରମୁଖ ଦାବିଗୁଡ଼ିକ ମଧ୍ୟରେ ନିଯୁକ୍ତି, ଚାକିରି…

ଦେବେନ୍ଦ୍ର ପ୍ରଧାନଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀ ଓ ବିରୋଧୀଦଳର ନେତାଙ୍କ ଶୋକପ୍ରକାଶ

ଭୁବନେଶ୍ୱର: ପୂର୍ବତନ କେନ୍ଦ୍ରମନ୍ତ୍ରୀ ଦେବେନ୍ଦ୍ର ପ୍ରଧାନଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗଭୀର ଶୋକବ୍ୟକ୍ତ କରିଛନ୍ତି । ଏକ ଶୋକ ବାର୍ତ୍ତାରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ସ୍ୱର୍ଗତ ପ୍ରଧାନ ଜଣେ ଲୋକପ୍ରିୟ ଜନନେତା ଓ ଦକ୍ଷ ପାର୍ଲାମେଣ୍ଟାରିଆନ୍ ଥିଲେ । ୧୯୯୯ ମସିହାରୁ…

ପୂର୍ବତନ କେନ୍ଦ୍ରମନ୍ତ୍ରୀ ଦେବେନ୍ଦ୍ର ପ୍ରଧାନଙ୍କୁ ଶେଷ ଶ୍ରଦ୍ଧାଞ୍ଜଳି ଅର୍ପଣ କଲେ ପ୍ରଧାନମନ୍ତ୍ରୀ ମୋଦି

ନୂଆଦିଲ୍ଲୀ,୧୭ା୩: ପୂର୍ବତନ କେନ୍ଦ୍ରମନ୍ତ୍ରୀ ଦେବେନ୍ଦ୍ର ପ୍ରଧାନଙ୍କର ପରଲୋକ ହୋଇଛି। ତାଙ୍କର ବିୟୋଗରେ ସମଗ୍ର ରାଜନୈତିକ ମହଲରେ ଶୋକର ଛାୟା ଖେଳାଇ ଦେଇଛି। ଦେବେନ୍ଦ୍ରଙ୍କ ନିଧନ ଖବର ପାଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଗଭୀର ଶୋକ ପ୍ରକାଶ କରିବା ସହ ଦିବଙ୍ଗତ ନେତାଙ୍କ ଶେଷ ଦର୍ଶନ…

ଆରପାରିରେ ପୂର୍ବତନ କେନ୍ଦ୍ରମନ୍ତ୍ରୀ ଦେବେନ୍ଦ୍ର ପ୍ରଧାନ

ଭୁବନେଶ୍ୱର: କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ବାପା ତଥା ପୂର୍ବତନ କେନ୍ଦ୍ର ମନ୍ତ୍ରୀ ଡ଼.ଦେବେନ୍ଦ୍ର ପ୍ରଧାନଙ୍କ ପରଲୋକ | ୮୩ ବର୍ଷ ବୟସରେ ଦିଲ୍ଲୀ ସ୍ଥିତ ବାସଭବନରେ ପରଲୋକ ହୋଇଯାଇଛି | ମିଳିଥିବା ସୂଚନା ମୁତାବକ ଆଜି ସକାଳେ ୧୦ଟା ୩୦ ମିନିଟରେ ତାଙ୍କର ପରଲୋକ…

ଚାମ୍ପିଅନ୍ସ ଟ୍ରଫିର ଆୟୋଜନ କରି ୮୫୫କୋଟିର କ୍ଷତି ସହିଲା ପିସିବି

ନୂଆଦିଲ୍ଲୀ: ଆୟୋଜକ ହୋଇ କ୍ଷତି ସହିଲା ପାକିସ୍ତାନ। ଲାଭ ଆଶା ରଖି ସହିଲା କ୍ଷତି। ପାକିସ୍ତାନ କ୍ରିକେଟ ବୋର୍ଡ(ପିସିବି) ବହୁତ ଆଶା ଏବଂ ବଡ଼ ସ୍ୱପ୍ନ ସହିତ ଚାମ୍ପିଅନ୍ସ ଟ୍ରଫି ୨୦୨୫ର ଆୟୋଜନ କରିଥିଲା। କିନ୍ତୁ ଏହି ମେଗା ଟୁର୍ଣ୍ଣାମେଣ୍ଟ ପାଇଁଦେଶ ଦୁଇଗୁଣ କ୍ଷତି ସହିଛି। ପ୍ରଥମତଃ,…

ଆଇ.ପି.ଏଲ ରେ ବାଜୀ ଲଗାଇବା ପାଇଁ ଖସଡା ପ୍ରସ୍ତୁତ……!

କାୟା ବିସ୍ତାର କଲେଣି ବୁକି ମାନଙ୍କ ଏଜେଣ୍ଟ, ପୋଲିସ ଡାଳେ ଡାଳେ ବୁକି ପତ୍ରେ ପତ୍ରେ... ବ୍ରହ୍ମପୁର: ଚଳିତ ମାସ ୨୨ ତାରିଖ ଠାରୁ ମହାଯୁଦ୍ଧ ଆଇପିଏଲ ଆରମ୍ଭ ହେବ। ଏହାକୁ ଦୃଷ୍ଟିରେ ରଖି ବୁକି ମାନେ ସେମାନଙ୍କ ଏଜେଣ୍ଟ ମାନଙ୍କ ଦ୍ୱାରା ଗଞ୍ଜାମ ଜିଲ୍ଲାର ବ୍ରହ୍ମପୁର ଓ ଆସିକା କୁ…