ରେକର୍ଡ କଲା ସୁନା ଦର, ୧୦ ଗ୍ରାମ ପିଛା ୯୧ ହଜାର
ଭୁବନେଶ୍ଵର: ଏବେ ଆଉ ସୁନା କିଣିବାକୁ କୌଣସି ନିର୍ଦ୍ଧିଷ୍ଟ ଦିନ କିମ୍ବା ଋତୁ ଅପେକ୍ଷା କରିବା କାଠିକର ପାଠ ହୋଇଯାଉଛି । ପୂର୍ବରୁ ବିବାହ ଋତୁ, ଧନତେରାସ୍ ପରି ପର୍ବପର୍ବାଣୀ ଆସିଲେ ସୁନା ଦୋକାନରେ ଲାଗେ ଭିଡ । ଏବେ କିନ୍ତୁ ସୁନା ଦର ଦେଖି ଗ୍ରାହକ ସୁନା କିଣୁଛନ୍ତି । ଯେତେବେଳେ!-->…