ହରିୟାଣାରେ ବିଜେପି ନେତାଙ୍କୁ ଗୁଳିମାଡ଼
ଚଣ୍ଡିଗଡ଼: ବିଜେପି ନେତାଙ୍କୁ ହତ୍ୟା । ହରିୟାଣା ସୋନିପତରେ ବିଜେପି ନେତାଙ୍କୁ ଗୁଳିକରି ହତ୍ୟା ଅଭିଯୋଗ । ଜମି ବିବାଦକୁ ନେଇ ଗତକାଲି ହତ୍ୟାକାଣ୍ଡ ହୋଇଥିବା ସୂଚନା ।
ଖବର ଅନୁସାରେ ଜବାହର ଗାଁରେ ଗତକାଲି ଏଭଳି ହତ୍ୟାକାଣ୍ଡ ହୋଇଛି । ବିଜେପି ନେତା ତଥା ଗାଁ ମୁଖିଆ ସୁରେନ୍ଦ୍ର!-->!-->!-->…