ଟ୍ରେନ ଅପହରଣ ଘଟଣାରେ ଅନ୍ୟକୁ ଦୋଷ ଦେଇ ନିଜ ବିଫଳତା ଲୁଚାଉଛି ପାକିସ୍ତାନ : ଭାରତ
ନୂଆଦିଲ୍ଲୀ : ବେଲୁଚିସ୍ତାନରେ ଟ୍ରେନ୍ ଅପହରଣ ଘଟଣା ପାଇଁ ପାକିସ୍ତାନ ଭାରତକୁ ଦାୟୀ କରୁଥିବାବେଳେ ଏନେଇ ଭାରତ ପକ୍ଷରୁ ମଧ୍ୟ କଡ଼ା ଜବାବ ମିଳିଛି। ଅନ୍ୟକୁ ଦୋଷଦେଇ ନିଜ ବିଫଳତା ଲୁଚାଉଛି ବୋଲି ଭାରତ କହିଛି ।
ପାକିସ୍ତାନ ବୈଦେଶିକ ମନ୍ତ୍ରଣାଳୟ ଜାଫର ଏକ୍ସପ୍ରେସ ଅପହରଣ ଘଟଣାରେ ଭାରତର!-->!-->!-->…