ପ୍ରକାଶ ପାଇଲା OJS ରେଜଲ୍ଟ: ସୋମେଶ ରଣବିଜୁଳି ଟପ୍ପର

ଭୁବନେଶ୍ବର: ଓଡ଼ିଶା ଲୋକସେବା ଆୟୋଗ (ଓପିଏସସି) ପକ୍ଷରୁ ଗୁରୁବାର ଓଡ଼ିଶା ନ୍ୟାୟିକ ସେବା (ଓଜେଏସ)-୨୦୨୩ ପରୀକ୍ଷା ଫଳ ପ୍ରକାଶ ପାଇଛି। ସିଭିଲ୍ ଜଜ୍ ପଦବୀରେ ନିଯୁକ୍ତି ପାଇଁ ୨୪ ମହିଳା ପ୍ରାର୍ଥୀଙ୍କ ସମେତ ୩୩ ଜଣ ପ୍ରାର୍ଥୀଙ୍କ ନାମ ସୁପାରିଶ କରାଯାଇଛି। ପ୍ରଥମ ୧୦ ଜଣଙ୍କ ମଧ୍ୟରେ ୮ ଜଣ…

ସିବିଏସଇର ଘୋଷଣା – ହୋଲି ଯୋଗୁ ପରୀକ୍ଷା ଦେଇ ନପାରିଲେ ଆଉଥରେ ସୁଯୋଗ ମିଳିବ

ନୂଆଦିଲ୍ଲୀ: ହୋଲି ଯୋଗୁଁ ମାର୍ଚ୍ଚ ୧୫ରେ ସିବିଏସଇ ବୋର୍ଡ ପରୀକ୍ଷା ଦେଇ ନପାରିବା ନେଇ ଚିନ୍ତିତ ଛାତ୍ରଛାତ୍ରୀ ଏବଂ ସେମାନଙ୍କ ଅଭିଭାବକଙ୍କୁ କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ବୋର୍ଡ (CBSE) ଏକ ଉପହାର ଦେଇଛି। ପରୀକ୍ଷା ଦେଇ ପାରୁନଥିବା ଛାତ୍ରଛାତ୍ରୀଙ୍କ ପାଇଁ ସିବିଏସଇ ସ୍ୱତନ୍ତ୍ର…

ଆଇଆରବି କନଷ୍ଟେବଳ ନିଯୁକ୍ତିରେ ରୋକ ​​ଲଗାଇଲେ ଓଡ଼ିଶା ହାଇକୋର୍ଟ

କଟକ: ବୟସ ଯୋଗ୍ୟତା ଦୃଷ୍ଟିରୁ ଓଡିଶାରେ ଇଣ୍ଡିଆ ରିଜର୍ଭ ବାଟାଲିୟନ (ଆଇଆରବି) କନଷ୍ଟେବଳ ନିଯୁକ୍ତି ଉପରେ ଓଡ଼ିଶା ହାଇକୋର୍ଟ ରୋକ ଲଗାଇଛନ୍ତି। ଯେଉଁ ଆବେଦନକାରୀମାନଙ୍କୁ ପୂର୍ବରୁ 'ବୟସ୍କ' ବୋଲି ବିବେଚନା କରାଯାଉଥିଲା, ସେମାନେ ଦାବି କରିଥିଲେ ଯେ, ସେମାନଙ୍କୁ ଅନ୍ୟାୟ ଭାବରେ ବିଚାରରୁ…

୩୦ ମାର୍ଚ୍ଚରେ ଓଡ଼ିଶାରେ ଅନ୍ତ୍ୟୋଦୟ ଆବାସ ଯୋଜନା ଆରମ୍ଭ ହେବ

ଭୁବନେଶ୍ବର: ଗୁରୁବାର ଦିନ ସରକାରୀ ସୂତ୍ରରୁ ମିଳିଥିବା ସୂଚନା ଅନୁଯାୟୀ, ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ମାର୍ଚ୍ଚ ୩୦ ତାରିଖରେ କଳାହାଣ୍ଡି ଜିଲ୍ଲାରେ ଓଡ଼ିଶା ଅନ୍ତ୍ୟୋଦୟ ଗୃହ ଯୋଜନା ୨୦୨୫ (ଏକ ମହତ୍ୱାକାଂକ୍ଷୀ ଗୃହ ଯୋଜନା) ଆରମ୍ଭ କରିବାକୁ ଯାଉଛନ୍ତି।ଏହି ପଦକ୍ଷେପର ଲକ୍ଷ୍ୟ ହେଉଛି…

ଉପଖଣ୍ଡ ସ୍ତରୀୟ ଗ୍ରୀଷ୍ମ ପ୍ରବାହ ନିମିତ୍ତ ମୁକାବିଲା ପ୍ରସ୍ତୁତି ବୈଠକ

ଭଞ୍ଜନଗର : ଗୁରୁବାର ଭଞ୍ଜନଗର ଉପ ଜିଲ୍ଲାପାଳଙ୍କ ସମ୍ମିଳନୀ କକ୍ଷରେ ଆଗାମୀ ଗ୍ରୀଷ୍ମ ପ୍ରବାହ ନିମିତ୍ତ ଏକ ମୁକାବିଲା ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି। ଉପାଜିଲାପାଳ ଶ୍ରୀ ଉମାଶଙ୍କର ବେହେରାଙ୍କ ଅଧକ୍ଷତାରେ ଅନୁଷ୍ଠିତ ବୈଠକରେ ଉପଖଣ୍ଡ ସ୍ତରରେ ଯେଉଁ ଜନବସତିରେ ପିଇବା ପାଣିରେ…

ଉପଖଣ୍ଡ ଭତ୍ତା ହିତାଧିକାରୀ ସୁରକ୍ଷା ସମିତି ପକ୍ଷରୁ କାର୍ଯ୍ୟ କାରିଣୀ ବୈଠକ ଓ ନୂତନ କର୍ମକର୍ତ୍ତା ନିର୍ବାଚନ

ବାଲିଗୁଡ଼ା : କନ୍ଧମାଳ ଜିଲ୍ଲା ବାଲିଗୁଡା ସ୍ଥିତ ଗାୟତ୍ରୀ ମନ୍ଦିର କଲ୍ୟାଣ ମଣ୍ଡପ ସଭାଗୃହ ଠାରେ ବାଲିଗୁଡା ଉପଖଣ୍ଡ ଭତ୍ତା ହିତାଧିକାରୀ ସୁରକ୍ଷା ସମିତି ପକ୍ଷରୁ ଏକ କାର୍ଯ୍ୟ କାରିଣୀ ବୈଠକ ଅନୁଷ୍ଠିତ ହୋଇଯାଇଛି l ଏହି ବୈଠକରେ ଭତ୍ତା ହିତାଧିକାରୀ ମାନଙ୍କ ସୁରକ୍ଷା ଓ ନ୍ୟାର୍ଯ୍ୟ ଦାବୀ…

କ୍ଲଷ୍ଟରସ୍ତରୀୟ ଆମ ସଂସ୍କୃତି ଓ ଆମ ଖେଳନା କାର୍ଯ୍ୟକ୍ରମ ଆୟୋଜିତ

ବାଲିଗୁଡା, : କନ୍ଧମାଳ ଜିଲ୍ଲା ବାଲିଗୁଡା ବ୍ଲକ ଅନ୍ତର୍ଗତ ଲଣ୍ଡାଗାଁ ସ୍ଥିତ ସରକାରୀ ନୋଡାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ "ଆମ ସଂସ୍କୃତି ଓ ଆମ ଖେଳନା" କାର୍ଯ୍ୟକ୍ରମ ବିଦ୍ୟାଳୟ ପରିସରରେ ଅନୁଷ୍ଠିତ ହୋଇଯାଇଛି l କ୍ଲଷ୍ଟର ସିଆରସିସି ରମେଶ ଚନ୍ଦ୍ର ସୁବୁଦ୍ଧିଙ୍କ ସଭାପତିତ୍ୱରେ ଆୟୋଜିତ…

ହିଞ୍ଜିଳିକାଟୁ ପ୍ରିମିୟର ଲିଗ୍ କ୍ରିକେଟ ଟୁର୍ଣ୍ଣାମେଣ୍ଟ ଉଦଘାଟିତ

ରେଗିଡି ଦଳ ୧୯ ରନରେ ବିଜୟୀହିଞ୍ଜିଳିକାଟୁ : ହିଞ୍ଜିଳିକାଟୁ ମଣିଙ୍ଗ କ୍ରିକେଟ କ୍ଳବ ପକ୍ଷରୁ ସ୍ଥାନୀୟ ମିନି ଷ୍ଟାଡିୟମ ପରିସରରେ ବୁଧବାର ଦିବାରାତ୍ର ହିଞ୍ଜିଳିକାଟୁ ପ୍ରିମିୟର ଲିଗ୍ କ୍ରିକେଟ ଟୁର୍ଣ୍ଣାମେଣ୍ଟ ଉଦଘାଟିତ ହୋଇଯାଇଛି । କ୍ଳବ ସଭାପତି ନିଶିକାନ୍ତ ପଣ୍ଡାଙ୍କ ସଂଯୋଜନାରେ…

ହୋଲି ପାଇଁ ଚଳଚଞ୍ଚଳ ହିଞ୍ଜିଳିକାଟୁ

ହିଞ୍ଜିିଳିକାଟୁ : ଆସନ୍ତା ଶୁକ୍ରବାର ଦିନ ଦୋଳପୁର୍ଣ୍ଣିମା ଓ ତା ପର ଦିନ ଅର୍ଥାତ ଶନିବାର ଦିନ ରଙ୍ଗର ପର୍ବ ହୋଲି । ରଙ୍ଗର ପର୍ବ ହୋଲିକୁ ଆନନ୍ଦ ଉଲ୍ଲାସର ପାଳନ କରିବାକୁ ବର୍ତ୍ତମାନ ଠାରୁ ହିଞ୍ଜିଳିକାଟୁ ପୌରାଞ୍ଚଳ ସମେତ ନିକଟବର୍ତ୍ତୀ ଗ୍ରାମାଞ୍ଚଳ ଗୁଡିକ ଚଳଚଞ୍ଚଳ ହୋଇପଡିଛି ।…

ମାର୍ଚ୍ଚ ୧୭ ତାରିଖରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ବନ୍ଦ ରହିବ

ଭୁବନେଶ୍ୱର,୧୩ା୩: ଆଗାମୀ ମାର୍ଚ୍ଚ୧୭ ତାରିଖରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ବନ୍ଦ ରହିବ। ସପ୍ତଦଶ ବିଧାନସଭାର ତୃତୀୟ ଅଧିବେଶନ ବଳବତ୍ତର ଥିବା ହେତୁ ଆସନ୍ତା ସୋମବାର ମାର୍ଚ୍ଚ ୧୭ ତାରିଖ ଦିନ ଭୁବନେଶ୍ଵର, ୟୁନିଟ-୫ସ୍ଥିତ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠ ଠାରେ ଜନ ଅଭିଯୋଗ…