ମୁଁ କାହାକୁ ଡରିନାହିଁ, ମତେ ଫାଶୀ ଦେଇଦେଲେ ବି ମୁଁ ପ୍ରସ୍ତୁତ ଅଛି – ତାରା
ଭୁବନେଶ୍ୱର,୧୩।୩: ବିଧାନସଭାରେ ଶାସକ ବିରୋଧୀ ମୁହାଁମୁହିଁକୁ ନେଇ ରାଜନୀତି ତେଜିଛି। ପୋଲାଭରମ ପ୍ରସଙ୍ଗ ଆଲୋଚନା କରିବାକୁ ବିଜେଡି ଦାବି କରୁଥିବାବେଳେ ନାରୀ ନିର୍ଯାତନା ପ୍ରସଙ୍ଗରେ ମୁଖ୍ୟମନ୍ତ୍ରୀଙ୍କ ବିବୃତ୍ତି ଦାବି କରିଥିଲା କଂଗ୍ରେସ। ଯାହାୁ ନେଇ ଗୃହରେ ହଟ୍ଟଗୋଳ ହୋଇଥିଲା। ଅନ୍ୟପଟେ!-->…