ଭୁବନେଶ୍ବର ଏମ୍ସ ନିକଟରେ ବୁଲୁଛି ହାତୀ, ଘଉଡ଼ାଇବାକୁ ବନ ବିଭାଗ ପକ୍ଷରୁ ଉଦ୍ୟମ
ଭୁବନେଶ୍ବର : ରାଜଧାନୀରେ ବୁଲୁଛି ହାତୀ। ଭୁବନେଶ୍ବର ଏମ୍ସ ନିକଟ କାଜୁ ବଗିଚାରେ କାଲି ରାତିରୁ ଫସି ରହିଛି ଦନ୍ତାହାତୀ । ଲୋକଙ୍କୁ ସତର୍କ ରହିବା ସହ ହାତୀ ପାଖକୁ ନଯିବାକୁ ସଚେତନ କରାଯାଉଛି। ଡାକବାଜି ଯନ୍ତ୍ର ଦ୍ବାରା ଲୋକଙ୍କୁ ସଚେତନ କରାଯାଉଛି। ହାତୀର ଗତିଵିଧି ଉପରେ ବନ ବିଭାଗ!-->…