ଆମ ସଂସ୍କୃତି ଓ ଆମ ଖେଳନା କାର୍ଯ୍ୟକ୍ରମ ଆୟୋଜିତ
ବାଲିଗୁଡା : କନ୍ଧମାଳ ଜିଲ୍ଲା ବାଲିଗୁଡା ବ୍ଲକ ଅନ୍ତର୍ଗତ ମିଡିଆକିଆ ପଞ୍ଚାୟତର ନୂଆସାହି ସ୍ଥିତ ସରକାରୀ ପ୍ରାଥମିକ ବିଦ୍ୟାଳୟ ରେ "ଆମ ସଂସ୍କୃତି ଓ ଆମ ଖେଳନା" କାର୍ଯ୍ୟକ୍ରମ ସହ ବିଦ୍ୟାଳୟର ବାର୍ଷିକ ଉତ୍ସବ ବିଦ୍ୟାଳୟ ପରିସରରେ ଅନୁଷ୍ଠିତ ହୋଇଯାଇଛି l ବିଦ୍ୟାଳୟ ପରିଚାଳନା କମିଟିର!-->…