ଆତ୍ମନିର୍ଭର ମହିଳାଙ୍କ ଦ୍ବାରା ହୋଇପାରିବ ବିକଶିତ ଭାରତ: ରାଷ୍ଟ୍ରପତି
ନୂଆଦିଲ୍ଲୀ : ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଶନିବାର ଆନ୍ତର୍ଜାତିକ ମହିଳା ଦିବସ ଅବସରରେ ‘ନାରୀଶକ୍ତି ମାଧ୍ୟମରେ ବିକଶିତ ଭାରତ’ ସମ୍ମିଳନୀକୁ ଉଦ୍ଘାଟନ କରିଛନ୍ତି। କେନ୍ଦ୍ର ମହିଳା ଓ ଶିଶୁ ବିକାଶ ମନ୍ତ୍ରଣାଳୟ ପକ୍ଷରୁ ଆୟୋଜିତ ଏହି ସମ୍ମିଳନୀକୁ ସମ୍ବୋଧନ କରି ରାଷ୍ଟ୍ରପତି କହିଛନ୍ତି ଯେ!-->…