କୁଏତରେ ଇରାନର ମିସାଇଲ ମାଡ଼, ଭାରତୀୟ ଶ୍ରମିକ ମୃତ
ନୂଆଦିଲ୍ଲୀ: କୁଏତରେ ଇରାନର ଆକ୍ରମଣ । ଇରାନର ମିସାଇଲ ମାଡ଼ରେ ଭାରତୀୟ ଶ୍ରମିକଙ୍କ ମୃତ୍ୟୁ । ବିଳମ୍ବିତ ରାତିରେ କୁଏତର ଏକ ବିଦ୍ୟୁତ ଉତ୍ପାଦନ ଓ ଜଳ ବିଶୋଧନ କେନ୍ଦ୍ର ଉପରେ ଇରାନ ପକ୍ଷରୁ ଆକ୍ରମଣ କରାଯାଇଛି । ଏହି ଆକ୍ରମଣରେ ସେଠାରେ କାର୍ଯ୍ୟରତ ଜଣେ ଭାରତୀୟ ଶ୍ରମିକଙ୍କ ମୃତ୍ୟୁ!-->…