ଆମ ସଂସ୍କୃତି ଓ ଆମ ଖେଳନା କାର୍ଯ୍ୟକ୍ରମ ଆୟୋଜିତ
ବାଲିଗୁଡା : କନ୍ଧମାଳ ଜିଲ୍ଲା ବାଲିଗୁଡା ପଣସପଡି ସ୍ଥିତ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ "ଆମ ସଂସ୍କୃତି ଓ ଆମ ଖେଳନା" କାର୍ଯ୍ୟକ୍ରମ ସହ ବିଦ୍ୟାଳୟର ବାର୍ଷିକ ଉତ୍ସବ ବିଦ୍ୟାଳୟ ପରିସରରେ ଅନୁଷ୍ଠିତ ହୋଇଯାଇଛି l ବିଦ୍ୟାଳୟର ପ୍ରଧାନ ଶିକ୍ଷୟତ୍ରୀ ନମିତା ପ୍ରହରାଜ ସଭାପତିତ୍ବ!-->…