ଗର୍ଜନୀ ନଦୀରୁ ଜଣେ ଯୁବକଙ୍କ ମୃତଦେହ ଉଦ୍ଧାର
ବାଲିଗୁଡା : କନ୍ଧମାଳ ଜିଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ ରାଇକିଆ ନିକଟସ୍ଥ ଗର୍ଜନୀ ନଦୀରୁ ଜଣେ ଯୁବକଙ୍କ ମୃତଦେହ ରାଇକିଆ ପୋଲିସ ଉଦ୍ଧାର କରିଛି । ମୃତ ଯୁବକ ଜଣକ ହେଲେ ରାଇକିଆ ପଞ୍ଚାୟତ ସାହିର ଦିନେଶ ନାୟକ (୨୮) । ନଦୀକୁ ଗାଧୋଇବା ପାଇଁ ଯାଇଥିବାବେଳେ କୌଣସି କାରଣ ବଶତଃ ଖସି ଯାଇ!-->…