ବୈଦେଶିକ ମନ୍ତ୍ରୀ ଏସ. ଜୟଶଙ୍କରଙ୍କୁ ଲଣ୍ଡନରେ ଆକ୍ରମଣ ଉଦ୍ୟମ
ବୈଦେଶିକ ମନ୍ତ୍ରୀ ଏସ. ଜୟଶଙ୍କର ଲଣ୍ଡନ ଗସ୍ତରେ ରହିଛନ୍ତି । ଲଣ୍ଡନରେ ଚଥାମ ହାଉସ ଥିଙ୍କ ଟ୍ୟାଙ୍କରେ ଏକ ସ୍ବତନ୍ତ୍ର କାର୍ଯ୍ୟକ୍ରମରେ ଯୋଗ ଦେଇଥିଲେ । ଆଉ କାର୍ଯ୍ୟକ୍ରମ ସ୍ଥଳକୁ ଯାଉଥିବା ବେଳେ ଖଲିସ୍ତାନୀ ଆତଙ୍କବାଦୀମାନେ ଜୟଶଙ୍କରଙ୍କ କାରକୁ ଅଟକାଇ ଆକ୍ରମଣ କରିବା ସହିତ ଗାଡ଼ି!-->…