କୋଟିପତି ସରକାରୀ ବାବୁ, ବିଡ଼ା ବିଡ଼ା ଟଙ୍କା ଦେଖି ଭିଜିଲାନ୍ସ ତାଜୁବ୍
ଭୁବନେଶ୍ଵର: କୋଟିପତି ସରକାରୀ ବାବୁ । ଚଢ଼ାଉ ବେଳେ ଘରୁ ବାହାରୁଛି ପୁଳା ପୁଳା ସୁନା ସହ ବିଡ଼ା ବିଡ଼ା ଟଙ୍କା । ଯାହାକୁ ଦେଖି ଭିଜିଲାନ୍ସ ଅଧିକାରୀଙ୍କ ଆଖି ଜଳକା । ଯେପରି ଲାଗୁଛି ଏସଟିଏ ଡେପୁଟି କମିଶନର ପ୍ରଦୀପ ମହାନ୍ତିଙ୍କ ଘରେ ସୁନା, ରୁପା ଓ ହୀରାର ଭଣ୍ଡାର ଖୋଲିଛି ! ଚଢାଉ ବେଳେ!-->…