ଚିକିଟୀ ରେ ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ୧୦୯ ତମ ଜନ୍ମ ଜୟନ୍ତୀ ଅବସରରେ ବିଜେଡିର ରକ୍ତଦାନ ଶିବିର…
ଚିକିଟୀ-- ଏହି ବ୍ଲକ ରାମଚନ୍ଦ୍ରପୁର ପଞ୍ଚାୟତ ବାହିନୀପତି ଗ୍ରାମ କଲ୍ୟାଣ ମଣ୍ଡପ ଠାରେ ବିଜୁ ଜନତା ଦଳ ତରଫରୁ ଏକ ସ୍ଵେଚ୍ଛାକୃତ ମେଗା ରକ୍ତଦାନ ଶିବିର ଅନୁଷ୍ଠିତ ହୋଇ ଯାଇଛି l ଏହି କାର୍ଯ୍ୟକ୍ରମରେ ସ୍ଥାନୀୟ ବିଜେଡି ବିଧାୟକ ଶ୍ରୀଯୁକ୍ତ ଚିନ୍ମୟା ନନ୍ଦ ଶ୍ରୀରୂପ ଦେବ ପ୍ରବାଦ ପୁରୁଷ!-->…