ଜିଲ୍ଲାରେ ୨୪ ଘଣ୍ଟିଆ ପେଟ୍ରୋଲ ପମ୍ପ ସେବା ପାଇଁ ଲୟର୍ସ ଆସୋସିଏସସନ ପକ୍ଷରୁ ସାଂସଦକୁ ଦାବିପତ୍ର ପ୍ରଦାନ…

ମାଲକାନଗିରି,୫l୩ ମାଲକାନଗିରି ଜିଲ୍ଲା ଲୟର୍ସ ଆସୋସିଏସନ ପକ୍ଷରୁ ଜିଲ୍ଲାରେ ୨୪ ଘଣ୍ଟିଆ ପେଟ୍ରୋଲ ପମ୍ପ ଖୋଲିବା ପାଇଁ ସାଂସଦଙ୍କୁ ଦାବିପତ୍ର ପ୍ରଦାନ କରାଯାଇଛି। ଜିଲ୍ଲା ଗସ୍ତରେ ଆସିଥିବା ନବରଙ୍ଗପୁର ସାଂସଦ ବଳଭଦ୍ର ମାଝିଙ୍କୁ ଜିଲ୍ଲା ଲୟର୍ସ ଆସୋସିଏସନ ପକ୍ଷରୁ ଏହି ଦାବିପତ୍ର ପ୍ରଦାନ…

ଅମରନାଥ ଯାତ୍ରା ଜୁଲାଇ ୩ ରୁ ଆରମ୍ଭ ହୋଇ ଅଗଷ୍ଟ ୯ ପର୍ଯ୍ୟନ୍ତ ଚାଲିବ

ନୂଆଦିଲ୍ଲୀ: ଅମରନାଥ ଯାତ୍ରା ପାଇଁ ଅପେକ୍ଷା କରି ରହିଥିବା ଶ୍ରଦ୍ଧାଳୁମାନଙ୍କ ପାଇଁ ଖୁସି ଖବର। ଅମରନାଥ ଯାତ୍ରା ପାଇଁ ତାରିଖ ଘୋଷଣା ହୋଇଯାଇଛି। ଶ୍ରୀ ମାତା ବୈଷ୍ଣୋଦେବୀ ମନ୍ଦିର ବୋର୍ଡର ବୈଠକରେ ନିଆଯାଇଥିବା ନିଷ୍ପତ୍ତି ଅନୁଯାୟୀ, ଅମରନାଥ ଯାତ୍ରା ଜୁଲାଇ ୩ ରୁ ଆରମ୍ଭ ହୋଇ ଅଗଷ୍ଟ ୯…

ଗୃପ୍ ଟଙ୍କା ମାଗିବାକୁ କେନ୍ଦ୍ର କରି ମାଆ ଓ ଝିଅକୁ ଅସଦାଚରଣ ସହ ହତ୍ୟା ଧମକ ଅଭିଯୋଗ…

ହିଞ୍ଜିଳିକାଟୁ, ୫।୩(): ଗୃପ୍ ଟଙ୍କା ମାଗିବାକୁ କେନ୍ଦ୍ର କରି ମହିଳାଙ୍କୁ ଅସଦାଚରଣ କରିବା ସହ ତାଙ୍କ ଝିଅଙ୍କୁ ଅସଭ୍ୟ ଭାଷାରେ ଗାଳିଗୁଲଜ କରିବା ଓ ହତ୍ୟା ଧମକ ଦେବା ନେଇ ହିଞ୍ଜିଳି ଥାନାରେ ଅଭିଯୋଗ ହୋଇଛି।ପୁଲିସ ସୂଚନା ପ୍ରକାରେ, ହିଞ୍ଜିଳି ଥାନା ବାଦିଆମ୍ବଗାଁର ଜ୍ୟୋତ୍ସ୍ନା ଜେନା…

କିମ୍ସ, ହାଇଟେକ, ଆଉ ସମ୍ ହସ୍ପିଟାଲରେ ଏକାସାଙ୍ଗେ ଇଡି ଚଢାଉ

ଭୁବନେଶ୍ବର: ହଠାତ୍ କିମ୍ସ, ହାଇଟେକ୍ ଏବଂ ସମ୍ ହସ୍ପିଟାଲ ଉପରେ ଚଢାଉ ଆରମ୍ଭ କରିଛି ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ, ଇଡି ଟିମ୍ । ରାଉରକେଲା ସହ ଭୁବନେଶ୍ବର ହାଇଟେକ୍‌ରେ ଯାଞ୍ଚ ଆରମ୍ଭ କରିଛି ଇଡି । ତେବେ କାହିଁକି ରାଜ୍ୟର ବଡ ବଡ ଘରୋଇ ମେଡିକାଲ ସଂସ୍ଥା ଉପରେ ଇଡି ଚଢାଉ କରିଛି, ସେନେଇ…

ବିଜୁ ବାବୁଙ୍କ ପ୍ରତିମୂର୍ତ୍ତି ଭଙ୍ଗା ହେବା ଘଟଣା, ପ୍ରତିବାଦ ପରେ ଯୋଡ଼ା ହେଲା

ମାହାଙ୍ଗା : କଟକ ଜିଲ୍ଲା ମାହାଙ୍ଗା ଉମରରେ ବିଜୁ ପଟ୍ଟନାୟକଙ୍କ ପ୍ରତିମୂର୍ତ୍ତି ଭାଙ୍ଗିବା ଘଟଣା। ପ୍ରତିବାଦର ସ୍ୱର ଉଠିବା ପରେ ଯୋଡ଼ା ହେଲା ଭଙ୍ଗା ମୂର୍ତ୍ତି। ପୋଲିସ ଉପସ୍ଥିତିରେ ଯୋଡ଼ାଯାଇଛି ମୂର୍ତ୍ତି । ବିଜୁ ବାବୁଙ୍କ ଜୟନ୍ତୀ ଦିବସ ଅବସରରେ ଭଙ୍ଗା ମୂର୍ତ୍ତିକୁ ଯୋଡ଼ା…

ବଦଳିବ ସବୁ ସ୍କୁଲର ରଙ୍ଗ, ଗେରୁଆ ହେବ ସମସ୍ତ ସରକାରୀ ସ୍କୁଲ

ଭୁବନେଶ୍ୱର : ରାଜ୍ୟରେ ବଦଳିବ ସବୁ ସ୍କୁଲ କୋଠାର ରଙ୍ଗ । ଗେରୁଆ ହେବ ସମସ୍ତ ସରକାରୀ ସ୍କୁଲ । ସମସ୍ତ ସରକାରୀ ସ୍କୁଲ ଏବଂ ପିଏମ୍ ଶ୍ରୀ ସ୍କୁଲ ରଙ୍ଗ ସମାନ କରିବାକୁ ନିର୍ଦ୍ଦେଶ ଦିଆଯାଇଛି । ଏ ନେଇ ସମସ୍ତ ଜିଲ୍ଲାପାଳମାନଙ୍କୁ ନିର୍ଦ୍ଦେଶ ଦେଲା ଓଏସଇପିଏ । ସ୍କୁଲ…

ଶିକ୍ଷା, ଦକ୍ଷତା ଓ ସ୍ୱାସ୍ଥ୍ୟସେବା ସରକାରଙ୍କ ପ୍ରାଥମିକତା – ପ୍ରଧାନମନ୍ତ୍ରୀ

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ କହିଛନ୍ତି ଯେ ସରକାର ପୁଞ୍ଜିନିବେଶ କ୍ଷେତ୍ରରେ ଭିତ୍ତିଭୂମି ଏବଂ ଶିଳ୍ପ ସହିତ ଅର୍ଥନୀତି ଏବଂ ଉଦ୍ଭାବନକୁ ପ୍ରାଥମିକତା ଦେଇଛନ୍ତି। ନିଯୁକ୍ତି ଉପରେ ବଜେଟ୍ ପରବର୍ତ୍ତୀ ୱେବିନାରରେ ମୋଦି କହିଛନ୍ତି ଯେ ଲୋକଙ୍କ କ୍ଷେତ୍ରରେ ପୁଞ୍ଜିନିବେଶ କରିବାର ଲକ୍ଷ୍ୟ…

ଜନ୍ମ ଜୟନ୍ତୀରେ ବିଜୁ ବାବୁଙ୍କୁ ମନେ ପକାଇଲେ ପ୍ରଧାନମନ୍ତ୍ରୀ

ଭୁବନେଶ୍ବର: ଆଜି ପ୍ରବାଦ ପୁରୁଷ, ଓଡିଆ ମାଟିର ବରପୁତ୍ର ବିଜୁ ପଟ୍ଟନାୟକଙ୍କ ଜନ୍ମ ଜୟନ୍ତୀ । ଏହାକୁ ନେଇ ଏବେ ରାଜ୍ୟରେ ଜାରି ରହିଛି ବିଜେପି- ବିଜେଡି ଲଢେଇ । ବିଜେପି ବିଜୁ ବାବୁଙ୍କୁ ଯଥୋଚିତ୍ ସମ୍ମାନ ଦେଉଥିବା ଦାବି କରିଥିବା ବେଳେ ବିଜୁ ବାବୁଙ୍କୁ ବିଜେପି ସରକାର ଅସମ୍ମାନ କରିଛି…

ରାଷ୍ଟ୍ରୀୟ ଲୋକ ଅଦାଲତ ନିମନ୍ତେ ବୁଲିଲା ସଚେତନତା ରଥ…

ଛତ୍ରପୁର, ଛତ୍ରପୁର ତାଲୁକ ଆଇନ ସେବା କମିଟି ପକ୍ଷରୁ ଆସନ୍ତା ୮ତାରିଖ ଦିନ ଛତ୍ରପୁର କୋର୍ଟ ପରିସରରେ ଚଳିତ ବର୍ଷ ର ପ୍ରଥମ ରାଷ୍ଟ୍ରୀୟ ଲୋକ ଅଦାଲତ ଅନୁଷ୍ଠିତ ହେବାକୁ ଯାଉଅଛି। ଏହାର ବ୍ୟାପକ ପ୍ରଚାର ଏବଂ ଲୋକଙ୍କୁ ସଚେତନତା କରିବା ନିମନ୍ତେ ବୁଧବାର କୋର୍ଟ ପରିସର ରେ ଏକ ସଚେତନତା ରଥର…

କେନ୍ଦ୍ରପଡା ଯିବେ ସାରଥି କିନ୍ତୁ ବାରିମୂଳ ଆଶ୍ରମ ମନା : ହାଇକୋର୍ଟ

କଟକ : କେନ୍ଦ୍ରପଡା ଯିବେ ସାରଥି ଓରଫ ସନ୍ତୋଷ ରାଉଳ । କେନ୍ଦ୍ରାପଡା ବାରିମୂଳ ଯିବାକୁ ହାଇକୋର୍ଟଙ୍କ ପକ୍ଷରୁ ଆଜି ସର୍ତ୍ତମୂଳକ ଅନୁମତି ମିଳିଛି । ଅସୁସ୍ଥ ଭାଇଙ୍କୁ ଯାଇ ଦେଖା କରିବାକୁ ଯାଇପାରିବେ ସାରଥୀ । ୨ ମାସରେ କେବଳ ଥରେ କେନ୍ଦ୍ରାପଡା ବାରିମୂଳ…