ୟୁପି ବିଧାନସଭା ପରିସରରେ ପାନଛେପ ପକାଇବା ସମୟରେ ଧରାପଡ଼ିଲେ ହେବ ଜରିମାନା
ଲକ୍ଷ୍ମୌ: ଉତ୍ତରପ୍ରଦେଶ ବିଧାନସଭାର ଅଧିବେଶନ ଚାଲିଛି। ଏଭଳି ସମୟରେ ଗତ ମଙ୍ଗଳବାର ଦିନ ଉତ୍ତରପ୍ରଦେଶ ବିଧାନସଭାରେ ଜଣେ ବିଧାୟକ ପାନ ଖାଇ ବିଧାନସଭାର ମୁଖ୍ୟ ଦ୍ୱାରରେ ଛେପ ପକାଇଥିଲେ। ଏହାର ଏକ ଭିଡିଓ ସୋସିଆଲ ମିଡିଆରେ ଘୁରି ବୁଲିଥିଲା।
ଭିଡିଓ ସାମ୍ନାକୁ ଆସିବା ପରେ ୟୁପି!-->!-->!-->…