ମାଲକାନଗିରି : ସ୍କୁଲ ଛାତ୍ରୀ ମାଆ ହେବା ଘଟଣାକୁ ନେଇ ଜିଲ୍ଲା କଂଗ୍ରେସର ଉଦବେଗ…
ମାଲକାନଗିରି : ରାଜ୍ୟରେ ପ୍ରତ୍ୟେକ ଦିନ ଘଟୁଥିବା ନାରୀ ନିର୍ଯ୍ୟାତନା ଓ ଅତ୍ୟାଚାରକୁ ହୃଦୟଙ୍ଗମ କରି ପ୍ରଦେଶ କଂଗ୍ରେସ ସଭାପତି ଭକ୍ତଚରଣ ଦାସ ଗଭୀର ଉଦ୍ବେଗ ପ୍ରକାଶ କରିଛନ୍ତି।ପ୍ରଦେଶ କଂଗ୍ରେସ ତରଫରୁ ଏକ ତଥ୍ୟ ଅନୁଧ୍ୟାନକାରୀ ଦଳ ପୂର୍ବତନ ମନ୍ତ୍ରୀ ନଗେନ୍ଦ୍ର କୁମାର ପ୍ରଧାନଙ୍କ!-->!-->!-->…