ତୈଳ ସଙ୍କଟକୁ ଦୃଷ୍ଟିରେ ରଖି ପାକିସ୍ତାନରେ ୨ ଦିନିଆ ଲକ୍ ଡାଉନ୍ ଘୋଷଣା
ପାକିସ୍ତାନ : ପାକିସ୍ତାନରେ ବଢୁଥିବା ତୈଳ ସଙ୍କଟକୁ ଦୃଷ୍ଟିରେ ରଖି ସରକାର ୨ ଦିନିଆ ଲକ୍ ଡାଉନ୍ ଘୋଷଣା କରିଛନ୍ତି । ଶନିବାର ଏବଂ ରବିବାର ଲକଡାଉନ୍ ନିଷ୍ପତ୍ତି ନେଇଛନ୍ତି ସରକାର । ଏହି ଲକଡାଉନ ସମୟରେ ସମୟରେ ବଜାର, କାରଖାନା ଏବଂ ରାସ୍ତା ବନ୍ଦ ରଖିବାକୁ ନିଷ୍ପତ୍ତି!-->…