ୟୁ-ଟ୍ୟୁବର ରଣବୀର ଆହ୍ଲାବାଦିଆଙ୍କୁ ସୁପ୍ରିମକୋର୍ଟରୁ ଆଶ୍ୱସ୍ତି, ସୋ’ ଆରମ୍ଭ କରିବାକୁ ମିଳିଲା ଅନୁମତି
ନୂଆଦିଲ୍ଲୀ ୩।୩: ୟୁ-ଟ୍ୟୁବର ରଣବୀର ଆହ୍ଲାବାଦିଆଙ୍କୁ ସୋମବାର ସୁପ୍ରିମକୋର୍ଟରୁ ଆଶ୍ୱସ୍ତି ମିଳିଛି। ମାତା-ପିତାଙ୍କୁ ନେଇ ଅଭଦ୍ର ଟିପ୍ପଣୀ କରିଥିବା ରଣବୀରଙ୍କୁ ସୁପ୍ରିମକୋର୍ଟ ଗୋଟିଏ ସର୍ତ୍ତରେ ‘ଦି ରଣବୀର ସୋ’ ପୁଣି ଆରମ୍ଭ କରିବାକୁ ଅନୁମତି ଦେଇଛନ୍ତି। ଏହା ସହିତ ସୁପ୍ରିମକୋର୍ଟ!-->…