ବଡ଼ ମେଡିକାଲ୍ରେ ୪୫ ମିନିଟରୁ ଅଧିକ ସମୟ କଟିଲା ବିଜୁଳି
କଟକ: ବିଶ୍ୱସ୍ତରୀୟ ହସ୍ପିଟାଲ ହେଉଛି କଟକ ବଡ ମେଡିକାଲ । କୋଟି କୋଟି ଟଙ୍କା ଖର୍ଚ୍ଚରେ ଭିତ୍ତିଭୂମିର ଉନ୍ନତିକରଣ ଚାଲିଛି । ବଡ ବଡ କୋଠା ତିଆରି ଚାଲିଛି । ହେଲେ, ବଡ ମେଡିକାଲର ପିଛା ଛାଡୁନି ଅବ୍ୟବସ୍ଥା । କେତେବେଳେ ଲିଫ୍ଟ ଚାଲୁନିତ ତ ଆଉ କେତେବେଳେ ପାଣି ସମସ୍ୟା ଦେଖାଦେଉଛି । ଆଉ!-->…