ମାର୍ଚ୍ଚ ୩ରେ ଅଭିଯୋଗ ଶୁଣାଣି କରିବେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର, ୨୭।୨: ଆଗାମୀ ମାର୍ଚ୍ଚ ୩ ତାରିଖ ସୋମବାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ୟୁନିଟ୍-୫,ଭୁବନେଶ୍ୱର ସ୍ଥିତ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠ ଠାରେ ଜନସାଧାରଣଙ୍କ ବିଭିନ୍ନ ଅଭିଯୋଗର ଶୁଣାଣି କରିବେ। ଏହି ଅଭିଯୋଗ ଶୁଣାଣି ପାଇଁ ଅନଲାଇନ ପଞ୍ଜୀକରଣଫେବୃୟାରୀ ୨୮ତାରିଖ ୧୧!-->…