ମହିଳାଙ୍କୁ ଭୁଜାଲିରେ ହାଣି ଲକ୍ଷାଧିକ ଟଙ୍କାର ସୁନା ଗହଣା ଲୁଟ୍…
ବାସୁଦେବପୁର: ଭଦ୍ରକ ଜ଼ିଲ୍ଲା ବାସୁଦେବପୁର ନାୟକାଣିଡିହିରେ ବିଳମ୍ବିତ ରାତିରେ ଘରେ ପଶି ସଶସ୍ତ୍ର ଡକାୟତି ହୋଇଥିବାର ଖବର ମିଳିଛି। ମହିଳାଙ୍କୁ ଭୁଜାଲିରେ ହାଣି ଲକ୍ଷାଧିକ ଟଙ୍କାର ସୁନା ଗହଣା ଲୁଟିନେଇଛନ୍ତି ଦୁର୍ବୃତ୍ତ। ଗୁରୁତର ଅବସ୍ଥାରେ ମହିଳାଙ୍କୁ ବାସୁଦେବପୁର ଡାକ୍ତରଖାନାରେ!-->…