ଜାଗର ଯାତ୍ରା, ରାତି ସାଢେ ୧୧ ଟାରେ ଉଠିବ ମହାଦୀପ ଶିବ ପଞ୍ଚାକ୍ଷର ମନ୍ତ୍ରରେ ଶୈବପୀଠ ପ୍ରକମ୍ପିତ…
ହିଞ୍ଜିଳିକାଟୁ, ୨୬।୨: ହିଞ୍ଜିଳିକାଟୁ ପୌରାଞ୍ଚଳ ସମେତ ବ୍ଳକର ବିଭିନ୍ନ ଗ୍ରାମରେ ଥିବା ଶୈବପୀଠ ଗୁଡିକରେ ବୁଧବାର ପ୍ରାତଃରୁ ବିଳମ୍ବିତ ରାତ୍ର ପର୍ଯ୍ୟନ୍ତ ଭକ୍ତ ମାନଙ୍କ ଅସମ୍ଭବ ଭିଡ ଲାଗି ରହିଛି । ହିଞ୍ଜିଳିକାଟୁ ପୌରାଞ୍ଚଳ ଲକ୍ଷ୍ମୀ ବଜାର ସ୍ଥିତ ଚନ୍ଦ୍ରକଳ୍ପେଶ୍ୱର, ଆଙ୍କୋରଡାର!-->…