ଟାୱାର ଉପରେ ୬ ଘଣ୍ଟା ଧରି ଯୁବକଙ୍କ ହାଇଡ୍ରାମା
ବଲାଙ୍ଗୀର: ଟାୱାର ଉପରେ ୬ ଘଣ୍ଟା ଧରି ଯୁବକଙ୍କ ହାଇଡ୍ରାମା । ୧୦୦ ଫୁଟ ଇଲେକ୍ଟ୍ରି ଟାୱାର ଉପରେ ଚଢି ଜୀବନ ହାରିବାକୁ ଧମକ ଦେଲେ ଯୁବକ । ବଲାଙ୍ଗୀର ଖମାରମୁଣ୍ଡା ଗାଁରେ ଏପରି କିଛି ଦୃଶ୍ୟ ଦେଖିବାକୁ ମିଳିଛି । ଯୁବକ ଜଣକ ଖମାର ମୁଣ୍ଡା ଗାଁର ଶୀଧେଶ୍ୱର ଭୋଇ । !-->…