ଚାନ୍ଦିଲି ପଞ୍ଚାୟତରେ ଜନଶୁଣାଣି: ବିଦ୍ୟୁତ୍ ବିଭାଗର ବିଭ୍ରାଟ ଓ ଜମି ଜବରଦଖଲକୁ ନେଇ ଅଭିଯୋଗର ପାହାଡ଼

କୋଟପାଡ଼ : କୋରାପୁଟ ଜିଲ୍ଲା କୋଟପାଡ଼ ବ୍ଲକ ଅନ୍ତର୍ଗତ ଚାନ୍ଦିଲି ପଞ୍ଚାୟତ କାର୍ଯ୍ୟାଳୟ ପରିସରରେ ଆଜି ଏକ ଜନଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି। କୋଟପାଡ଼ ଗୋଷ୍ଠୀ ଉନ୍ନୟନ ଅଧିକାରୀ (ବିଡିଓ) ସନ୍ଧ୍ୟା ସମରଥଙ୍କ ସଭାପତିତ୍ୱରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ପଞ୍ଚାୟତର ବିଭିନ୍ନ ସାମାଜିକ

ଅସହ୍ୟ ତାତିରେ ଜଳୁଛି ଓଡ଼ିଶା, ଆହୁରି ୬ ଡିଗ୍ରୀ ବଢ଼ିବ ତାତି

ଭୁବନେଶ୍ବର: କଲବଲ କରୁଛି ତାତି । ପ୍ରବଳ ଖରା ସାଙ୍ଗକୁ ଗୁଳୁଗୁଳି । ଆହୁରି ୪ରୁ ୬ ଡିଗ୍ରୀ ବଢ଼ିବ ତାତି । ଆସନ୍ତା ୧୭ ତାରିଖ ଯାଏ ଏଭଳି ତାତି ଜାରି ରହିବ ବୋଲି ଆକଳନ କରିଛି ପାଣିପାଗ ବିଭାଗ । ପଶ୍ଚିମ ଓଡ଼ିଶାରେ ତାପମାତ୍ରା ୪୦ ଡିଗ୍ରୀ ଛୁଇଁବା ଆଶଙ୍କା ରହିଛି। ୧୪ ତାରିଖ ବେଳକୁ

ଉମରକୋଟରେ ଜିଲ୍ଲାପାଳ ଓ ଏସପିଙ୍କ ଯୁଗ୍ମ ଜନ ଶୁଣାଣି ଶିବିର: ୧୫ଟି ଅଭିଯୋଗର ହେଲା ସମାଧାନ

ଉମରକୋଟ : ନବରଙ୍ଗପୁର ଜିଲ୍ଲା ପ୍ରଶାସନ ପକ୍ଷରୁ ଜନସାଧାରଣଙ୍କ ସମସ୍ୟାର ତ୍ୱରିତ ସମାଧାନ ନିମନ୍ତେ ଆଜି ଉମରକୋଟ ପଞ୍ଚାୟତ ସମିତି ସମ୍ମିଳନୀ ଗୃହରେ ଏକ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି। ନବରଙ୍ଗପୁର ଜିଲ୍ଲାପାଳ ଡ଼ଃ ମହେଶ୍ବର ସ୍ୱାଇଁ ଏବଂ ଆରକ୍ଷୀ ଅଧିକ୍ଷକ (ଏସପି)

ଦୁଇ ଦିନିଆ ‘ରାଜଧାନୀ ମହୋତ୍ସବ’, ୭୮ ବର୍ଷରେ ପାଦ ଦେଲା ଭୁବନେଶ୍ବର

ଭୁବନେଶ୍ବର: ୭୮ ବର୍ଷରେ ପାଦ ଦେଲା ଭୁବନେଶ୍ବର । ପ୍ରତିଷ୍ଠା ଦିବସ ପାଇଁ ସଜେଇ ହୋଇଛି ରାଜଧାନୀ । ରଙ୍ଗୀନ ଆଲୋକମାଳାରେ ଝଲସି ଉଠିଛି ଲୋକସେବା ଭବନ ଠାରୁ ଆରମ୍ଭ କରି ବିଧାନସଭା ସୌଧ । ଏହି ଅବସରରେ ସହରରେ ଦୁଇ ଦିନିଆ ‘ରାଜଧାନୀ ମହୋତ୍ସବ’ ଆରମ୍ଭ ହୋଇଛି । ଆଜି ସକାଳୁ

ମା’ ନାରାୟଣୀଙ୍କ ୨୭ ତମ ଠାକୁରାଣୀ ଯାତ୍ରା ଏପ୍ରିଲ ୨୦ ରୁ ଆରମ୍ଭ ନେଇ ପ୍ରାକ୍‌ ପ୍ରସ୍ତୁତି ବୈଠକ

କନ୍ଧମାଳ : କନ୍ଧମାଳ ଜିଲ୍ଲା ଫୁଲବାଣୀ ର ଅଧିଷ୍ଠାତ୍ରୀ ଦେବୀ ମା' ନାରାୟଣୀ ଙ୍କ ୨୭ ତମ ଠାକୁରାଣୀ ଯାତ୍ରା ଚଳିତ ମାସ ଅକ୍ଷୟ ତୃତୀୟା ୨୦ ତାରିଖ ରୁ ଆରମ୍ଭ ହେବ, ଏ ନେଇ ମେରୁ ସଂକ୍ରାନ୍ତି ଦିନ ଶୁଭଖୁଣ୍ଟି ସ୍ଥାପନ ହେବ। ନାରାୟଣୀ ଠାକୁରାଣୀ ଯାତ୍ରା ପରିଚାଳନା କମିଟି ପକ୍ଷରୁ ସଭାପତି

ହାଇୱାକୁ ଧକ୍କା ଦେଲା ଘରୋଇ କଲେଜ ବସ୍: ଡ୍ରାଇଭର ମୃତ, ୧୫ ଆହତ

ଯାଜପୁର ରୋଡ଼: ରଙ୍ଗରୁଟ୍ ହେଲା କାଳ। ହାଇୱାକୁ ଧକ୍କା ଦେଲା ଘରୋଇ କଲେଜ ବସ୍। ଦୁର୍ଘଟଣାରେ ଡ୍ରାଇଭର ମୃତ, ୧୫ ଆହତ। ଯାଜପୁର ରୋଡ କୋରେଇ ଥାନା ଔପଦା ଛକ ନିକଟରେ ଘଟିଛି ମର୍ମନ୍ତୁଦ ଦୁର୍ଘଟଣା । ଗତକାଲି ରାତି ପ୍ରାୟ ୧୧ଟା ୩୦ରେ ଏକ ଘରୋଇ କଲେଜର ବସ୍ ଛାତ୍ର ମାନଙ୍କୁ ନେଇ ଯାଜପୁର

ଦୁଇ ବାଇକ୍ ମୁହାଁମୁହିଁ, ୨ ମୃତ

ସୋରଡା: ଦୁଇ ବାଇକ୍ ମୁହାଁମୁହିଁ ଧକ୍କା । ଦୁଇ ମୃତ । ସୋରଡା ଥାନା ପୋଡାଖାରୀ ଗାଁ ନିକଟରେ ସଡ଼କ ଦୁର୍ଘଟଣା । ଦୁଇ ବାଇକ୍ ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଛି । ଘଟଣାସ୍ଥଳରେ ଦୁଇ ବାଇକ୍ ଚାଳକଙ୍କ ମୃତ୍ୟୁ ଘଟିଥିବା ବେଳେ ଗାଡ଼ିରେ ଥିବା ଅନ୍ୟ ୩ ବାଇକ୍ ଆରୋହୀ ଗୁରୁତର

ବିଜେଡି ସଂସଦୀୟ ଦଳ ନେତା ହେଲେ ମାନସ ରଞ୍ଜନ ମଙ୍ଗରାଜ, ସୁଲତା ସଂସଦୀୟ ଦଳର ଉପନେତା

ଭୁବନେଶ୍ୱର: ବିଜୁ ଜନତା ଦଳ (ବିଜେଡି) ବରିଷ୍ଠ ସାଂସଦ ମାନସ ରଞ୍ଜନ ମଙ୍ଗରାଜଙ୍କୁ ଉଚ୍ଚ ସଦନରେ ସଂସଦୀୟ ଦଳର ନେତା ଏବଂ ସୁଲତା ଦେଓଙ୍କୁ ସଂସଦୀୟ ଦଳର ଉପନେତା ଓ ମୁଖ୍ୟ ସଚେତକ ଭାବରେ ନିଯୁକ୍ତ କରିଛି। ଉଭୟଙ୍କ ଚୟନକୁ ଅନୁମୋଦନ ଦେବାକୁ ରାଜ୍ୟସଭା ଅଧ୍ୟକ୍ଷଙ୍କୁ ଚିଠି ଲେଖିଛନ୍ତି ବିଜେଡି

୧୧ କେଭି ତାର ସଂସ୍ପର୍ଶରେ ଆସି ୩ ଦଣ୍ଡୁଆ ମୃତ, ୨ ଗୁରୁତର

ଢେଙ୍କାନାଳ: ଢେଙ୍କାନାଳ ଜିଲ୍ଲା ପାଟଲ୍ ଗ୍ରାମରେ ଅଘଟଣ । ୧୧ କେଭି ତାର ସଂସ୍ପର୍ଶରେ ଆସି ୩ ଜଣଙ୍କର ମୃତ୍ୟୁ ହୋଇଛି । ମୃତକ ମାନେ ହେଲେ ବାଲିମି ଥାନା ପାଟଲ୍ ଗ୍ରାମର ସୁଧାକର ସାହୁ (୩୨), ଲକ୍ଷ୍ମୀଧର ସାହୁ(୨୪) ଏବଂ ମୋଟଙ୍ଗା ଥାନା ବିଡ଼ ଗ୍ରାମର ମିଲନ ମହାଳିକ (୩୪) । ଗୁରୁତର ଦୁଇ ଜଣ

ଅସ୍ମିତା ରଙ୍ଗ ର ପ୍ରକୃତ ନାୟକ ଡ.ପ୍ରଦୀପ କୁମାର ପାଣିଗ୍ରାହୀ ଆଜି ଅଲୋଡା ନା ପ୍ରଶାସନ ଆଚରଣ କୁ ନେଇ…

ରେଶମ ସହର ମହୋତ୍ସବର ଭବ୍ୟ ଉଦଯାପନ ହେଲା ସତ କିନ୍ତୁ ଏହି ସାତ ଦିନରେ କେତେ ଖର୍ଚ୍ଚ କଲା ପ୍ରଶାସନ ହିସାବ ଦେଇ ପାରିବେ ତ...?? ନା ଗୋପାଳପୁର ବେଳାଭୂମି ମହୋତ୍ସବ ରେ ଖର୍ଚ୍ଚ ପରି ନାଲି ଫିତା ତଳେ ଦାବୀ ଦିଆଯିବ...?? ବ୍ରହ୍ମପୁର : ଅସ୍ମିତା ର ଅନନ୍ୟ ବିଶେଷତ୍ଵ ହେଉଛି