ଜିଲ୍ଲା ସଂସ୍କୃତି ପରିଷଦ, ଗଞ୍ଜାମର ସାଧାରଣ ପରିଷଦ ବୈଠକ କଳାକାର ମାନଙ୍କ ପାରିଶ୍ରମିକ ବୃଦ୍ଧି…
ଛତ୍ରପୁର :ଗଞ୍ଜାମ ଜିଲ୍ଲାପାଳ ଦିବ୍ୟ ଜ୍ୟୋତି ପରିଡାଙ୍କ ନିର୍ଦ୍ଦେଶ କ୍ରମେ ନବଗଠିତ ଜିଲ୍ଲା ସଂସ୍କୃତି ପରିଷଦର ସାଧାରଣ ପରିଷଦ ବୈଠକ ଶୁକ୍ରବାର ଅନୁଷ୍ଠିତ ହୋଇ ଯାଇଛି । ଅତିରିକ୍ତ ଜିଲ୍ଲାପାଳ ଦେବଦତ୍ତ ପଣ୍ଡାଙ୍କ ଅଧ୍ୟକ୍ଷତାରେ ଜିଲ୍ଲାପାଳଙ୍କ କାରଅଯ୍ୟାଳୟ ପରିସରରେ ଅନୁଷ୍ଠିତ ବୈଠକରେ!-->…