ମହାତ୍ମା ଗାନ୍ଧୀ ନିଶ୍ଚିତ କର୍ମ ନିଯୁକ୍ତିର ବ୍ଲକସ୍ତରୀୟ ଜନଶୁଣାଣୀ କାର୍ଯ୍ୟକ୍ରମ
ବାଲିଗୁଡା : କନ୍ଧମାଳ ଜିଲ୍ଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ କ.ନୂଆଗାଁ ବ୍ଲକରେ ଗୁରୁବାର ନୂତନ ବିଡ଼ିଓ ଶୁଭ୍ରାଞ୍ଜଳି ପ୍ରଧାନଙ୍କ ତତ୍ୱାବଧାନରେ ବାଲିଗୁଡା ପି,ଏ ଆଇ,ଟି,ଡ଼ି,ଏ ଗଦାଧର ପାତ୍ରଙ୍କ ଉପସ୍ଥିତରେ ୧୪ ଟି ପଞ୍ଚାୟତର ବିଭିନ୍ନ ବିଭାଗ ଅଧିକାରୀ, କର୍ମଚାରୀ, ଜନପ୍ରତିନିଧିଙ୍କୁ!-->…