୧୬ ରୁ ୧୮ ତାରିଖ ପର୍ଯ୍ୟନ୍ତ ଗୃହରେ ଉପସ୍ଥିତ ରହିବେ ସମସ୍ତ ସାଂସଦ

ନୂଆଦିଲ୍ଲୀ: ବିଜେପି ଆଗାମୀ ସ୍ୱତନ୍ତ୍ର ସଂସଦ ଅଧିବେଶନକୁ ନେଇ ଏହାର ସମସ୍ତ ସାଂସଦଙ୍କୁ କଡ଼ା ନିର୍ଦ୍ଦେଶ ଦେଇଛି। ଦଳ ଲୋକସଭା ଏବଂ ରାଜ୍ୟସଭାର ସମସ୍ତ ସଦସ୍ୟଙ୍କୁ ୩ ଦିନିଆ ହ୍ୱିପ୍ ଜାରି କରିଛି। ୧୬ ଏପ୍ରିଲରୁ ୧୮ ଏପ୍ରିଲ ପର୍ଯ୍ୟନ୍ତ ସମସ୍ତ ସାଂସଦ ଗୃହରେ ରହିବା ବାଧ୍ୟତାମୂଳକ ବୋଲି

ଦିବ୍ୟାଙ୍ଗଙ୍କଠାରୁ ୯୫ ଲକ୍ଷ ଠକିନେଲେ ଆଇଏଏସ୍‌ ଅଧିକାରୀ

ନୂଆଦିଲ୍ଲୀ: ଓଡ଼ିଶା ରାଜ୍ୟ ଗୃହ ବିଭାଗରେ ଅତିରିକ୍ତ ସଚିବ ଭାବରେ କାର୍ଯ୍ୟ କରୁଥିବା ଜଣେ ଆଇଏଏସ୍ ଅଧିକାରୀ ଜଣେ ବ୍ୟକ୍ତିଙ୍କୁ ଜମି ଯୋଗାଇବାର ମିଥ୍ୟା ପ୍ରତିଶ୍ରୁତି ଦେଇ ଏବଂ ପରେ ତାଙ୍କୁ ହତ୍ୟା ଧମକ ଦେଇ ୯୫ ଲକ୍ଷ ଠକେଇ କରିଥିବା ଅଭିଯୋଗ ହୋଇଛି। ଆଇଏଏସ୍‌ ଅଧିକାରୀ ଜଣକ କଟକ ଜିଲ୍ଲା

ଗାୟିକା ଆଶା ଭୋସଲେଙ୍କ ପରଲୋକରେ ଗଭୀର ଦୁଃଖ ପ୍ରକାଶ କଲେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ: ଲୋକପ୍ରିୟ ଗାୟିକା ଆଶା ଭୋସଲେଙ୍କ ମୃତ୍ୟୁ ସାରା ଦେଶରେ ଶୋକର ଛାୟା ଖେଳିଯାଇଛି । ରାଜନୈତିକ ନେତାମାନେ ମଧ୍ୟ ଶୋକ ପ୍ରକାଶ କରିଛନ୍ତି । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଦେବେନ୍ଦ୍ର ଫଡନଭିସ୍, ଏବଂ କେନ୍ଦ୍ରମନ୍ତ୍ରୀ ନୀତିନ ଗଡକରୀଙ୍କ

ଅନନ୍ତ ଅମ୍ବାନୀଙ୍କ ଦ୍ୱାରା ‘ବନ୍ତାରା ବିଶ୍ୱବିଦ୍ୟାଳୟ’ର ଭିତ୍ତିପ୍ରସ୍ତର ସ୍ଥାପନ

ନୂଆଦିଲ୍ଲୀ: ବନ୍ୟପ୍ରାଣୀ ସଂରକ୍ଷଣ କ୍ଷେତ୍ରରେ ନୂଆ ଯୁଗ । ଅନନ୍ତ ଅମ୍ବାନୀଙ୍କ ଦ୍ୱାରା ‘ବନ୍ତାରା ବିଶ୍ୱବିଦ୍ୟାଳୟ’ର ଭିତ୍ତିପ୍ରସ୍ତର ସ୍ଥାପନ । ରିଲାଏନ୍ସ ଇଣ୍ଡଷ୍ଟ୍ରିଜ୍ ର କାର୍ଯ୍ୟନିର୍ବାହୀ ନିର୍ଦ୍ଦେଶକ ଅନନ୍ତ ଅମ୍ବାନୀ ‘ଭନ୍ତାରା ବିଶ୍ୱବିଦ୍ୟାଳୟ’ର

ରେଶମ ସହର ମହୋତ୍ସବର ଭବ୍ୟ ଉଦଯାପନ: ନାରୀ ଶକ୍ତି ଓ ଗଞ୍ଜାମର ଅସ୍ମିତାକୁ ନେଇ ଗର୍ବିତ ଆସ୍କା ସାଂସଦ…

ବ୍ରହ୍ମପୁର, ୧୨ ଅପ୍ରେଲ : ସ୍ଥାନୀୟ ଖଲ୍ଲିକୋଟ କଲେଜ ପଡ଼ିଆଠାରେ ଅନୁଷ୍ଠିତ ହେଉଥିବା ବହୁ ପ୍ରତିକ୍ଷିତ ‘ରେଶମ ସହର ମହୋତ୍ସବ’ ସହିତ ‘ସୁଭଦ୍ରା ଶକ୍ତି’ ଓ ‘ଆତ୍ମନିର୍ଭର ଭାରତ ସ୍ଵଦେଶୀ ମେଳା’ ଶନିବାର ସନ୍ଧ୍ୟାରେ ବେଶ୍ ଆଡ଼ମ୍ବର ସହକାରେ ଉଦଯାପିତ ହୋଇଯାଇଛି। ଏହି ଉଦଯାପନୀ ସମାରୋହରେ

ବଲିଉଡର ଲୋକପ୍ରିୟ ଗାୟିକା ଆଶା ଭୋସଲେଙ୍କ ପରଲୋକ, ୯୨ ବର୍ଷ ବୟସରେ ଆଖି ବୁଜିଲେ

ନୂଆଦିଲ୍ଲୀ: ଲୋକପ୍ରିୟ ଗାୟିକା ଆଶା ଭୋସଲେଙ୍କ ପରଲୋକ । ପରଲୋକ ନେଇ ସୂଚନା ଦେଲେ ପୁଅ ଆନନ୍ଦ ଭୋସଲେ । ୯୨ ବର୍ଷ ବୟସରେ ଆଖି ବୁଜିଲେ ଆଶା ଦିଦି । ଗତକାଲି ଏପ୍ରିଲ ୧୧ ଶନିବାର ମୁମ୍ବାଇର ବ୍ରିଚକ୍ୟାଣ୍ଡି ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା । ଆଶା ଭୋସଲେ, ଗୁରୁତର ଦୁର୍ବଳତା ଏବଂ ଛାତିରେ

ଯମୁନା ଡଙ୍ଗା ବୁଡ଼ି ଘଟଣାରେ ମୃତ୍ୟୁ ସଂଖ୍ୟା ୧୧କୁ ବୃଦ୍ଧି, ଏଯାଏଁ ୫ ନିଖୋଜ ; ଠିକାଦାର ଓ ନାବିକ ଗିରଫ

ଉତ୍ତରପ୍ରଦେଶ : ମଥୁରା ବୃନ୍ଦାବନର କେଶି ଖାଟରେ ଯମୁନା ନଦୀରେ ଡଙ୍ଗା ବୁଡିବା ଯୋଗୁଁ ଏଯାଏଁ ୧୧ ଜଣଙ୍କ ଜୀବନ ଚାଲିଯାଇଛି । ପଞ୍ଜାବ ଲୁଧିଆନାରୁ ଆସିଥିବା ଶ୍ରଦ୍ଧାଳୁ ଯମୁନାରେ ପରିକ୍ରମା କରୁଥିବା ବେଳେ ଡଙ୍ଗାଟି ବୁଡ଼ିଯାଇଥିଲା । ଘଟଣା ପରେ ସମଗ୍ର ଅଞ୍ଚଳରେ ଶୋକର ଛାୟା

ଟାୟାର ବଦଳୁଥିବା ବେଳେ ମାଡ଼ିଗଲା ଟ୍ରକ, ୫ ମୃତ

ମଧ୍ୟପ୍ରଦେଶ : ମଧ୍ୟପ୍ରଦେଶ ଡିଣ୍ଡୋରିରେ ମର୍ମନ୍ତୁଦ ସଡକ ଦୁର୍ଘଟଣା । ଗତକାଲି ବିଳମ୍ବିତ ରାତିରେ ରାସ୍ତାକଡ଼ରେ ଠିଆ ହୋଇଥିବା ପାଞ୍ଚ ଜଣ ଲୋକଙ୍କୁ ଧକ୍କା ଦେଇଥିଲା ଟ୍ୟାଙ୍କର୍ । ଦୁର୍ଘଟଣା ଏତେ ଭୟଙ୍କର ଥିଲା ଯେ, ଘଟଣା ସ୍ଥଳରେ ଦୁଇଜଣ ବ୍ୟକ୍ତି ପ୍ରାୟ ୧୦ ଫୁଟ ଉଚ୍ଚକୁ ଛିଟିକି

ଶାନ୍ତି ଆଲୋଚନା ବିଫଳ, ଅଡୁଆ ହେଲା ଆଣବିକ ସର୍ତ୍ତ

ନୂଆଦିଲ୍ଲୀ : ଅଡୁଆ ହେଲା ଆଣବିକ ସର୍ତ୍ତ । ଆମେରିକା-ଇନାର ଆଲୋଚନା ବିଫଳ । ଆମେରିକା ସର୍ତ୍ତ ମାନିଲାନି ଇରାନ । ଇସଲାମାବାଦରେ ୨୧ ଘଣ୍ଟାର ଆଲୋଚନାରୁ ବାହାରିଲାନି ନିଷ୍କର୍ଷ । ଖାଲି ହାତରେ ଫେରିଲା ଆମେରିକା । ଆମେରିକା ଉପରାଷ୍ଟ୍ରପତି ଜେଡି ଭାନ୍ସ କହିଛନ୍ତି, କୌଣସି ଚୁକ୍ତିରେ

ମଣ୍ଡିରେ ଧାନରୁ ହେଲାଣି ଗଛ; ଆସୁନାହାନ୍ତି ମିଲର

ବାସୁଦେବପୁର : ଚାଷ ଓ ଚାଷୀଙ୍କ ପାଇଁ ସରକାରୀ ଘୋଷଣା ଏବେ ସାତସପନ ପାଲଟିଛି। ମିଲରଙ୍କ ମନମାନୀ ଓ ଅଘୋଷିତ କଟନିଛଟନି ପାଇଁ ନାକେଦମ ହେଲେଣି ଚାଷୀ। କେତେକ ଚାଷୀଙ୍କ ଧାନ ଏଯାବତ ମଣ୍ଡିରେ ପଡି ରହିଛି। କାଳବୈଶାଖୀ ପ୍ରଭାବରୁ ହୋଇଥିବା ବର୍ଷାରେ ମଣ୍ଡିରେ ପଡ଼ି ରହିଥିବା ଧାନବସ୍ତାରେ ଗଛ