ଟ୍ରମ୍ପଙ୍କ ଧମକ : ଭାରତୀୟ ସେୟାର ବଜାର ଦୋହଲିଲା
ୱାସିଂଟନ: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଟାରିଫ ବୋମା ଏବେ ଭାରତୀୟ ସେୟାର ବଜାରକୁ ବି ଦୋହଲାଇ ଦେଇଛି । ପୁଣିଥରେ ଟ୍ରମ୍ପ ତିନୋଟି ବଡ ସେକ୍ଟରକୁ ଧମକ ଦେଇଛନ୍ତି । ଅଟୋମୋବାଇଲ, ସେମିକଣ୍ଡକ୍ଟର ଓ ଫାର୍ମ ସେକ୍ଟର ଉପରେ ୨୫ ପ୍ରତିଶତ ଆମଦାନୀ କର ଲଗାଇବାକୁ ଧମକ ଦେଇଛନ୍ତି ।!-->…