ମିସନ ଶକ୍ତିକୁ ଭାଙ୍ଗିବାକୁ ଚାହୁଁଛନ୍ତି ସରକାର: ବିଜେଡ଼ି
ଭୁବନେଶ୍ବର: ମିସନ ଶକ୍ତିକୁ ସରକାର ଭାଙ୍ଗିବାକୁ ଚାହୁଁଛନ୍ତି ବୋଲି ବିରୋଧୀ ଦଳ ବିଜେଡ଼ି ପକ୍ଷରୁ ଶାସକ ଦଳ ବିରୋଧରେ ଅଭିଯୋଗ ଅଣାଯାଇଛି। ମିସନ ଶକ୍ତି ମହିଳାଙ୍କୁ ଭ୍ରମିତ କରାଯାଉଛି ବୋଲି ବିଜେଡ଼ି ବିଧାୟକ ରଣେନ୍ଦ୍ର ପ୍ରତାପ ସ୍ଵାଇଁ କହିଛନ୍ତି। ମିସନ ଶକ୍ତି ଇସି ସଦସ୍ୟଙ୍କୁ ନେଇ!-->…